ଏଣିକି ପିଏମ୍-ଆବାସ ସହ ଯୋଡ଼ିବ ପିଏମ୍ ସୂର୍ଯ୍ୟଘର
ଭୁବନେଶ୍ୱର: ରାଜ୍ୟରେ ଶକ୍ତିକ୍ଷେତ୍ର ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ଅବାସ ଯୋଜନାର ପ୍ରଦତ୍ତ ଘର ସହ ପ୍ରଧାମନ୍ତ୍ରୀ ସୂର୍ଯ୍ୟଘର ଯୋଜନାକୁ ସମନ୍ବିତ କରାଯିବ। ଏହାଦ୍ବାରା ଘରର ବିଦ୍ୟୁତ୍ ବ୍ୟବହାର ଉପରେ ନିର୍ଭରତା ହ୍ରାସ ପାଇବ।…










