ଟ୍ରକ୍କୁ ଧକ୍କା ଦେଲା ମିନି ବସ୍, ୧୦ ଯାତ୍ରୀ ଗୁରୁତର
ଭୋଗରାଇ: ପୁରୀରୁ ଜଗା ଦର୍ଶନ ସାରି ଫେରିବା ବେଳେ ବଡ଼ ଅଘଟଣ। ଟ୍ରକକୁ ପଛପଟୁ ଧକ୍କା ଦେଲା ମିନି ବସ୍। ୧୦ରୁ ଅଧିକ ତୀର୍ଥଯାତ୍ରୀ ଗୁରୁତର। ମଙ୍ଗଳବାର ବିଳମ୍ଵିତ ରାତିରେ ବସ୍ତା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କୁଣ୍ତୁପୁର…
ଭୋଗରାଇ: ପୁରୀରୁ ଜଗା ଦର୍ଶନ ସାରି ଫେରିବା ବେଳେ ବଡ଼ ଅଘଟଣ। ଟ୍ରକକୁ ପଛପଟୁ ଧକ୍କା ଦେଲା ମିନି ବସ୍। ୧୦ରୁ ଅଧିକ ତୀର୍ଥଯାତ୍ରୀ ଗୁରୁତର। ମଙ୍ଗଳବାର ବିଳମ୍ଵିତ ରାତିରେ ବସ୍ତା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କୁଣ୍ତୁପୁର…
ଜାକର୍ତ୍ତା/ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଇଣ୍ଡୋନେସିଆ ସଂସଦକୁ ସମ୍ବୋଧନ କରିବା ଅବସରରେ ସେଠାକାର ସ୍ୱାଧୀନତା ଆନ୍ଦୋଳନରେ ବିଜୁ ପଟ୍ଟନାୟକଙ୍କ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ । କହିଥିଲେ…
କେନ୍ଦ୍ରାପଡ଼ା: ରାଜ୍ୟରେ ଜଣେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସର ବଡ଼ଧରଣର ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଫରେଷ୍ଟ ରେଞ୍ଜର ରବୀନ୍ଦ୍ର କୁମାର ନାୟକଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକାସଙ୍ଗେ ୪ଟି ସ୍ଥାନରେ ଭିଜିଲାନ୍ସ ବିଭାଗ…
ଭୁବନେଶ୍ୱର : ରାଜ୍ୟରେ ଚାଲିଥିବା ଭୀଷଣ ବର୍ଷା କମିଛି । ମଙ୍ଗଳବାର କାଁ ଭାଁ କିଛି ସ୍ଥାନରେ ଅଳ୍ପ ପରିମାଣର ବର୍ଷା ହୋଇଛି । କିନ୍ତୁ ଆସନ୍ତା ୧୧ ତାରିଖ ଯାଏ ଅଧିକାଂଶ ସ୍ଥାନରେ ବର୍ଷା ନାହିଁ । ଉପରମୁଣ୍ଡରେ ବର୍ଷା…
ଭୁବନେଶ୍ୱର: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ କରାଯିବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।…
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି। ତେବେ…
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। କମନ ଆପ୍ଲିକେଶନ ଫର୍ମ ମଙ୍ଗଳବାର ଅପରାହ୍ଣ ୪ଟାରୁ ପୋର୍ଟାଲରେ ଉପଲବ୍ଧ ହୋଇଛି।…
ଭୁବନେଶ୍ୱର: ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ବିକଟ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର ବିରୋଧୀ ନୁହଁନ୍ତି, ବରଂ ପରିପୂରକ। ଏହି ଦୂରଦର୍ଶୀ ଆଭିମୁଖ୍ୟ ସହ ବନ ସୁରକ୍ଷା…
ଜୟପୁର: ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ଜୟପୁର ସମେତ କଟକର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।ସୂଚନାନୁଯାୟୀ, ଜୟପୁର ଖଣି…
ଭୁବନେଶ୍ୱର : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କ ପାଠ୍ୟ ପୁସ୍ତକରେ ମାଳ ମାଳ ତ୍ରୁଟି ରହିଛି । ଯାହାର ସୁଧାର କରିବା ପରିବର୍ତ୍ତେ ଡବଲ ଇଞ୍ଜିନ ବିଜେପି ସରକାର ଓଡ଼ିଶାର ପ୍ରାକ ଶିକ୍ଷା ବ୍ୟବସ୍ଥାକୁ ନଷ୍ଟ କରିବାରେ ଲାଗି…