Author: jagrata orissa

ବିନା ଫିଟନେସ୍‌ରେ ଗାଡ଼ି ଚଳାଇଲେ ପଞ୍ଜିକରଣ ରଦ୍ଦ

କଟକ/ଭୁବନେଶ୍ୱର/ବାରିପଦା: ବାରିପଦାଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଦୁର୍ଘଟଣାରେ ସମ୍ପୃକ୍ତ ଦୁଇଟିଯାକ ଗାଡ଼ିର ବୈଧ ‘ଫିଟନେସ୍ ପ୍ରମାଣପତ୍ର’ (Fitness Certificate) ନଥିଲା। ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରି ମାନ୍ୟବର ବାଣିଜ୍ୟ ଓ…

ବିଭାଗୀୟ ମାମଲା ପରିଚାଳନାରେ ସହକାରୀ ନିର୍ଦ୍ଦେଶକ ବିଧିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ମଧ୍ୟରେ ଆଇନ ବିଭାଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ । ନୂଆ ଆଇନ ପ୍ରଣୟନଠାରୁ ଆରମ୍ଭ କରି ପୁରୁଣା ଆଇନରେ ଆବଶ୍ୟକ ସଂଶୋଧନ ଏବଂ ବିଭିନ୍ନ ବିଭାଗଗୁଡ଼ିକୁ ଆଇନଗତ ସହାୟତା ପ୍ରଦାନ କ୍ଷେତ୍ରରେ ଆଇନ ବିଭାଗ ସବୁବେଳେ…

ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର : ଭାରତର ଉପରାଷ୍ଟ୍ରପତିଙ୍କ ୯ ଜୁଲାଇରେ ଓଡ଼ିଶା ଗସ୍ତକୁ ସଫଳ ଓ ସୁଚାରୁ ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର :ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ତହସିଲରେ ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ, ପୁରୀଙ୍କ ନାମରେ ଥିବା ଏବଂ ମାର୍ଫତଦାରଙ୍କ ନାମରେ ରେକର୍ଡଭୁକ୍ତ ଜମିର ରେକର୍ଡ ଅଫ୍ ରାଇଟ୍ସ (RoR) ସଂଶୋଧନ କାର୍ଯ୍ୟ ଉଲ୍ଲେଖନୀୟ ସଫଳତାର ସହ ଅଗ୍ରସର ହୋଇଛି।ଖୋର୍ଦ୍ଧା…

ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ

ବାରିପଦା / ଭୁବନେଶ୍ବର :ପ୍ରତ୍ୟେକ ଯୋଗ୍ୟ ପରିବାରକୁ ଏକ ସୁରକ୍ଷିତ ଏବଂ ସ୍ଥାୟୀ ( ପକା )ଘର ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର…

ଅସମ୍ପୂର୍ଣ୍ଣ ହସ୍ପିଟାଲକୁ ଲୋକ ଦେଖାଣିଆ ଭାବେ ଉଦଘାଟନ କରି ବାହାବା ନେଉଛି ବିଜେପି ସରକାର : ବିଜେଡି

ଭୁବନେଶ୍ୱର: ବିଜେପି ସରକାର ଓଡ଼ିଶାବାସୀଙ୍କ ପାଇଁ କାଳ ସାଜିଛି । ଲୋକେ ଉନ୍ନତ ସ୍ୱାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାର ଏକ ଜ୍ୱଳନ୍ତ ଚିତ୍ର ଗତକାଲି ସନ୍ଧ୍ୟାରେ ବାରିପଦାରେ ଘଟିଥିବା ଦୁର୍ଘଟଣାରୁ ଦେଖିବାକୁ ମିଳିଛି । ଦୁର୍ଘଟଣାରେ ୨ ଜଣ…

ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର ସମୀକ୍ଷା ବୈଠକ

ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟ (DPO) ପରିସରରେ ରାଜ୍ୟ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଭୋଟର ତାଲିକା ପର୍ଯ୍ୟବେକ୍ଷକମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର. ଏସ. ଗୋପାଲନଙ୍କ ଅଧ୍ୟକ୍ଷତାରେ ଆଜି ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ ପାଇଁ ନିଯୁକ୍ତ ଭୋଟର ତାଲିକା ପର୍ଯ୍ୟବେକ୍ଷକମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର…

ପଞ୍ଚସଖା ଶିକ୍ଷା ସେତୁର ପଞ୍ଚମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକ:୨୩ ଜିଲ୍ଲାରେ ୭.୨୯ କୋଟି ଟଙ୍କାରେ ୬୦୯ ଟି ପ୍ରକଳ୍ପ ମଞ୍ଜୁର

ଭୁବନେଶ୍ୱର : ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ବିଭିନ୍ନ ସ୍କୁଲରେ ଭିତ୍ତିଭୂମିର ବିକାଶ ପାଇଁ ୭.୨୯ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ନିମନ୍ତେ ମଞ୍ଜୁର…

‘ମେହେରମୁଣ୍ଡା’ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ

ଭୁବନେଶ୍ୱର: GR Records ପ୍ରସ୍ତୁତ ‘ମେହେରମୁଣ୍ଡା’ – ଓଡ଼ିଶାର ବୁଣାକାର ସମୁଦାୟଙ୍କୁ ସମର୍ପିତ ଏକ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ ଆଜି ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ, ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଓଡିଶା ଷ୍ଟେଟ କନଭେନସନ ସେଣ୍ଟର, ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି…