Author: jagrata orissa

ସରକାରଙ୍କୁ ୨୧.୨୮ କୋଟିର ଲାଭାଂଶ ପ୍ରଦାନ

ଭୁବନେଶ୍ୱର : ଗୃହ ବିଭାଗ, ଓଡ଼ିଶା ସରକାର ଅଧୀନସ୍ଥ ରାଜ୍ୟ ସରକାରୀ ଉଦ୍ୟୋଗ, ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଏବଂ କଲ୍ୟାଣ ନିଗମ (OPHWC) ପକ୍ଷରୁ ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ଓଡ଼ିଶା ସରକାରଙ୍କୁ ୨୧.୨୮ କୋଟି ଟଙ୍କା ଲାଭାଂଶ…

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପତିଜନକ ମନ୍ତବ୍ୟକୁ ଓଡ଼ିଶାବାସୀ ସହ୍ୟ କରିପାରିବେ ନାହିଁ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଦିଆଯାଇଥିବା ଆପତିଜନକ ମନ୍ତବ୍ୟକୁ ଓଡ଼ିଶାବାସୀ କଦାପି ସହ୍ୟ କରିପାରିବେ ନାହିଁ । ନିଜକୁ ସାମ୍ବାଦିକ ବୋଲି ପରିଚୟ ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂ କରୁଥିବା ଶ୍ରୀ ସୁନୀଲ ଜେନା ନାମକ…

ରାଜ୍ୟସ୍ତରୀୟ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମିଶନ ଶକ୍ତି ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ ହୋଇଯାଇଛି। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହାର ଉଦ୍ଘାଟନ କରିଥିଲେ। ଜୁଲାଇରୁ ସେପ୍ଟେମ୍ବର ୨୦୨୬…

ପ୍ରମୁଖ ପରିମଳ କର୍ମଚାରୀଙ୍କ ପାଇଁ ନୂତନ ଆଶାର ସଞ୍ଚାର କରୁଛି ଓଡ଼ିଶାର ‘ଗରିମା’ ଯୋଜନା

ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ସାମାଜିକ ଅବହେଳା ଓ ବିପଦପୂର୍ଣ୍ଣ ପରିବେଶରେ କାର୍ଯ୍ୟ କରୁଥିବା ପ୍ରମୁଖ ପରିମଳ କର୍ମଚାରୀମାନଙ୍କର ଏକ ସରଳ ଓ ନିରୀହ ସ୍ୱପ୍ନ ଥିଲା—ସୁରକ୍ଷିତ ଭାବେ ଘରକୁ ଫେରିବା, ମୁଣ୍ଡ ଉପରେ ଏକ ପକ୍କା ଛାତ ପାଇବା ଏବଂ…

କୃଷି ବିଭାଗ ପକ୍ଷରୁ ୪ଟି ନିଗମ ସହ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୪ଟି ନିଗମ, ଓଡ଼ିଶା କୃଷି ଶିଳ୍ପ ନିଗମ (OAIC), ଓଡ଼ିଶା କୃଷି ପ୍ରୋତ୍ସାହନ ଏବଂ ପୁଞ୍ଜିଲଗାଣ ନିଗମ (APICOL), ଓଡ଼ିଶା ରାଜ୍ୟ ବିହନ ନିଗମ (OSSC)…

ମାଟିଆପଡ଼ା ଆର୍‌ଓବିର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଭୁବନେଶ୍ୱର/ପୁରୀ: ଚଳିତ ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ ଓ ଭକ୍ତ ପୁରୀ ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଗମନାଗମନକୁ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ କରି ସମସ୍ତଙ୍କୁ ଏକ ସୁଖଦ ଅନୁଭୂତି ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।…

ଦଳ ଅନୁଶାସନ ହିସାବରେ ଚାଲିବ, ଯେତେ ବରିଷ୍ଠ ହେଲେ ମଧ୍ୟ ସଭାପତିଙ୍କ ପରାମର୍ଶ କ୍ରମେ କାର୍ଯ୍ୟ ନିର୍ଣ୍ଣୟ ହେବ

ଭୁବନେଶ୍ୱର : କଂଗ୍ରେସ ଭବନ ଠାରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ନୂତନ ନିଯୁକ୍ତ ଓଡ଼ିଶା କଂଗ୍ରେସ ପ୍ରଭାରୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସର ରାଜନୈତିକ ବ୍ୟାପର କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଯୋଗ…

ନାବାଳିକା ବଧୂକୁ ହତ୍ୟା ଅଭିଯୋଗ

ବାଲେଶ୍ବର: ନାବାଳିକା ବଧୂକୁ ହତ୍ୟା ଅଭିଯୋଗ। ବାଲେଶ୍ବର ଚାନ୍ଦିପୁର ଥାନା ଅନ୍ତର୍ଗତ ଶାହାରଦା ଗ୍ରାମରୁ ଆସିଛି ଏହି ଅଭିଯୋଗ। ମୃତ ନାବାଳିକା ଜଣକ ୧୪ ବର୍ଷ ବୟସରେ ବିବାହ କରିଥିବା ଅଭିଯୋଗ ହୋଇଛି। ଏବେ ତାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର…

ଶନିବାର ଠୁ ଏକ ଘଣ୍ଟା ଓପିଡି ସେବା ବନ୍ଦ

ଭୁବନେଶ୍ବର/କଟକ: ରାଜ୍ୟରେ ଡାକ୍ତର ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି । ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁଁ ସ୍ୱାସ୍ଥ୍ୟସେବା ବ୍ୟାପକ ଭାବେ ପ୍ରଭାବିତ ହୋଇଛି । ରାଜ୍ୟରେ ଡାକ୍ତରମାନଙ୍କ ଧର୍ମଘଟ ଯୋଗୁ ସ୍ୱାସ୍ଥ୍ୟସେବା ପ୍ରଭାବିତ ହେବା ପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ପୋଷଣ…

ଚୌଦ୍ୱାର ଜେଲ୍‌ରେ ୫ କଏଦୀ HIV ପଜିଟିଭ୍‌ ଚିହ୍ନଟ

ଚୌଦ୍ୱାର: ଚୌଦ୍ୱାର ମଣ୍ଡଳ କାରାଗାରରେ ୫ କଏଦୀ HIV ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ସଜା କାଟୁଛନ୍ତି। ଅନ୍ୟ ୩ ଜଣ ହେଉଛନ୍ତି ବିଚାରାଧୀନ କଏଦୀ। ଚୌଦ୍ୱାର ମଣ୍ଡଳ କାରାଗାର ଅଧୀକ୍ଷକ ସୁଜିତ ରାଉଳ ଏହି ସୂଚନା ଦେଇଛନ୍ତି।…