Category: ଅପରାଧ

Your blog category

ହସ୍ପିଟାଲର କ୍ଵାର୍ଟର୍ସରୁ ଆଟେଣ୍ଡାଣ୍ଟଙ୍କ ଝୁଲନ୍ତା ମୃତଦେହ

ନୂଆପଡ଼ା: ନୂଆପଡା ଧରମବନ୍ଧା ସରକାରୀ ହସ୍ପିଟାଲର କ୍ଵାର୍ଟର୍ସ ଭିତରେ ଝୁଲୁଛି ଯୁବତୀଙ୍କ ମୃତଦେହ । ଯୁବତୀ ଜଣକ ଧରମବନ୍ଧା ହସ୍ପିଟାଲରେ ଆଟେଣ୍ଡାଣ୍ଟ ଭାବରେ କାମ କରୁଥିଲେ। ଘଟଣାସ୍ଥଳରେ ଧରମବନ୍ଧା ପୁଲିସ ଛାନଭିନ୍ କରୁଛି। ମୃତ୍ୟୁର କାରଣ ଜଣାପଡିନାହିଁ । ଆବଶ୍ୟକ ପଡିଲେ…

ଭାବିପତ୍ନୀଙ୍କୁ ହାର ଦେବା ପାଇଁ ଲୁଟ,ଜେଲ୍ ଗଲା ଯୁବକ

ଭୁବନେଶ୍ୱର: ଭାବିପତ୍ନୀଙ୍କୁ ହାର ଦେବା ପାଇଁ ଲୁଟେରା ସାଜିଲା ଭାବିସ୍ୱାମୀ। ଯୁବତୀଙ୍କଠୁ ଲୁଟିନେଲା ଫୋନ। ସିସିଟିଭି ଫୁଟେଜ ଆଧାରରେ ଧରାପଡ଼ି ଜେଲ୍ ଗଲା ଯୁବକ। ତେବେ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ମୋବାଇଲ ଝାମ୍ପି ନେଇଥିବା ଅଭିଯୋଗରେ ଦୁଇ…

ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

୫୫.୬୯ ଲକ୍ଷ ଟଙ୍କା ଠକେଇ: ପୂର୍ବତନ ଜେଇ, ଏମ୍‌ଇ ଓ ଠିକାଦାର ଗିରଫ

ପାରଳାଖେମୁଣ୍ଡି: ଗଜପତିଜିଲ୍ଲା ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧ ପୁନରୁଦ୍ଧାର କାର୍ଯ୍ୟରେ ଦୁର୍ନୀତି ମାମଲାରେ ବ୍ରହ୍ମପୁର ଭିଜିଲାନ୍ସ ଗୁରୁବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ସରକାରୀ ପାଣ୍ଠିରୁ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ପୂର୍ବତନ କନିଷ୍ଠ ଯନ୍ତ୍ରୀ…

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

କଟକ: ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। କଟକ ନେମାଳ ଥାନା ସହଦେବପୁର ଗାଁର ଶୈଳେନ୍ଦ୍ର ମଳିକ ଗତକାଲି ବିଳମ୍ବିତ ରାତି ୨ଟା ରେ ସ୍ତ୍ରୀ ରୋଜାଲିନକୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଛି । ସୂଚନା ମୁତାବକ ସ୍ୱାମୀ…

ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

ମୁଖ୍ୟମନ୍ତ୍ରୀଙ୍କୁ ନେଇ କରିଥିଲେ ଆପତ୍ତିଜନକ ପୋଷ୍ଟ, ଯୁବକ ଗିରଫ

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଶାଳୀନ ମନ୍ତବ୍ୟ ମହଙ୍ଗା ପଡିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମରେ ଅଶ୍ଳୀଳ ଓ ଆପତ୍ତିଜନକ ପୋଷ୍ଟ କରି ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଇଚ୍ଛାପୁର ଗାଁର ସୁଶାନ୍ତ କୁମାର…

ସେକ୍ସ ରାକେଟ ଠାବ: ୨ ଯୁବତୀ ଉଦ୍ଧାର, ୩ ଅଟକ

ରାଉରକେଲା: ରାଉରକେଲାର ରଘୁନାଥପାଲି ଥାନା ଅନ୍ତର୍ଗତ ସିଭିଲଟାଉନସିପ୍ ସ୍ଥିତ ଏକ ଘରେ ଚାଲିଥିଲା ସେକ୍ସ ରାକେଟ । ରବିବାର ସନ୍ଧ୍ୟାରେ ସେହି ଘରେ ପୁଲିସ୍ ଚଢ଼ଉ କରି ୨ ଯୁବତୀଙ୍କୁ ଉଦ୍ଧାର କରିଥିବା ବେଳେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ…