ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର
ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…
Your blog category
ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…
ନାକଟିଦେଉଳ :ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ଗ୍ରାମରେ ଜଣେ ଯୁବକର ଗଳାକାଟି ହତ୍ୟା ଉଦ୍ୟମ କରାଯାଇଥିବା ଜଣାପଡିଛି l ଗୁରୁତର ଆହତ ଯୁବକ ଜଣଙ୍କ ସରାପାଲି ପଂଚାୟତ ମାରୱାଡିମୁଣ୍ଡା ଗ୍ରାମର ଟୁନା ମାହାର, ଆନୁମାନିକ ବୟସ ୩୦ବର୍ଷ…
ପୁରୀରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହତ୍ୟା
ଭୁବନେଶ୍ୱର : ପୁଲିସକୁ ଖୋଲା ଚ୍ୟାଲେଞ୍ଜ। ରାଜଧାନୀରେ ବଡ଼ ଧରଣର ଲୁଟ୍ । ଜଣେ ବିଲ୍ଡରଙ୍କ ଘରୁ ବଡ଼ ଧରଣର ଡକାୟତି। ପ୍ରାୟ ଦୁଇ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଗହଣା , କ୍ୟାସ, ଦାମୀ ଘଣ୍ଟା , ହୀରା ଖଚିତ…
ଭୁବନେଶ୍ୱର: ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଦୋକାନୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକଙ୍କ ମୁଣ୍ଡକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ଲିଙ୍ଗରାଜ ଥାନା ଗ୍ୟାରେଜ ଛକ ଗାୟତ୍ରୀ ବସ୍ତି…
ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବଡ଼ ଅପଡେଟ୍ ଆସିଛି। ପାରଳାଖେମୁଣ୍ଡିର ତତ୍କାଳୀନ ଡିଏଫଓ (DFO) ସଂଗ୍ରାମ କେଶରୀ ବେହେରା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେ ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି।୨୦୨୧ ମସିହା ଜୁଲାଇ ୧୧ ତାରିଖରେ…
ଜୟପାଟଣା: କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି। ଘଟଣାରେ ସମ୍ପୃକ୍ତ ବାପ-ପୁଅ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଜୟପାଟଣା ପୋଲିସ ଗିରଫ କରି…
ଝାରସୁଗୁଡା: ବ୍ରଜରାଜନଗର ଅଞ୍ଚଳରେ ପୋଲିସର ଏନକାଉଣ୍ଟର । ପୋଲିସର ଗୁଳିରେ କୁଖ୍ୟାତ ଅପରାଧୀ କମଲେଶ ଘୋଷଙ୍କ ପୁଅ ଅଙ୍କିତ ଘୋଷ ଆହତ । ଗତକାଲି(ରବିବାର) ବିଳମ୍ବିତ ରାତିରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଓପିଏମ୍ ଘାଟ ନିକଟରେ ଏହି ଏନକାଉଣ୍ଟର ଘଟିଛି ।…
ଖୋର୍ଦ୍ଧା : ଜଟଣୀରେ ଘରେ ପଶି ବୃଦ୍ଧାଙ୍କୁ ନିର୍ମମ ହତ୍ୟା। ଶୁକ୍ରବାର ରାତିରେ ଘରେ ପଶି ଜଣେ ବୃଦ୍ଧାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ। ଜଟଣୀ ଥାନା ଉପରବସ୍ତ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ଲୁଟ୍ ଉଦ୍ଦେଶ୍ୟରେ ଏହି ହତ୍ୟାକାଣ୍ଡ ହୋଇଥିବା ଅନୁମାନ…
ପୁରୁଷୋତ୍ତମପୁର: ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ ଓରଫ ଘନଶ୍ଯାମବେହେରାଙ୍କୁ ପୋଲିସ ଏନକାଉଣ୍ଟର କରିଛି । କାଳିର ଗ୍ଯାଙ୍ଗ ଦିର୍ଘଦିନହେଲା ପୁରୁଷୋତ୍ତମରପୁର ଥାନା…