ସୁନ୍ଦରପଦା ବୋମା ବିସ୍ଫୋରଣ ମାମଲା: ଏନ୍ଆଇଏର ଛାନ୍ଭିନ୍
ଭୁବନେଶ୍ୱର: ସୁନ୍ଦରପଦା ଆଜାଦନଗର ବୋମା ବିସ୍ଫୋରଣ ମାମଲାରେ ଏବେ ଅଭିଯୁକ୍ତ ରୋହନ ରଞ୍ଜନ ରାଉତ ଉପରେ ଫୋକସ୍ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍ଆଇଏ) । ତା’ ମୋବାଇଲ୍ରେ କିଛି ବୋମା ପ୍ରସ୍ତୁତିର ଭିଡିଓ ଓ ଫଟୋଚିତ୍ର ଥିବାର ସୁରାକ ମିଳିଛି ।…










