Category: ଅପରାଧ

Your blog category

ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କା ଓ ସୁନା ଲୁଟ୍

ଭୁବନେଶ୍ୱର : ପୁଲିସକୁ ଖୋଲା ଚ୍ୟାଲେଞ୍ଜ। ରାଜଧାନୀରେ ବଡ଼ ଧରଣର ଲୁଟ୍ । ଜଣେ ବିଲ୍ଡରଙ୍କ ଘରୁ ବଡ଼ ଧରଣର ଡକାୟତି। ପ୍ରାୟ ଦୁଇ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଗହଣା , କ୍ୟାସ, ଦାମୀ ଘଣ୍ଟା , ହୀରା ଖଚିତ…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ

ଭୁବନେଶ୍ୱର: ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଦୋକାନୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକଙ୍କ ମୁଣ୍ଡକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ଲିଙ୍ଗରାଜ ଥାନା ଗ୍ୟାରେଜ ଛକ ଗାୟତ୍ରୀ ବସ୍ତି…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ସଂଗ୍ରାମ ବେହେରାଙ୍କ ଆତ୍ମସମର୍ପଣ

ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବଡ଼ ଅପଡେଟ୍ ଆସିଛି। ପାରଳାଖେମୁଣ୍ଡିର ତତ୍କାଳୀନ ଡିଏଫଓ (DFO) ସଂଗ୍ରାମ କେଶରୀ ବେହେରା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେ ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି।୨୦୨୧ ମସିହା ଜୁଲାଇ ୧୧ ତାରିଖରେ…

ହତ୍ୟାକାଣ୍ଡ: ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା: କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି। ଘଟଣାରେ ସମ୍ପୃକ୍ତ ବାପ-ପୁଅ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଜୟପାଟଣା ପୋଲିସ ଗିରଫ କରି…

ବ୍ରଜରାଜନଗରରେ ଏନକାଉଣ୍ଟର

ଝାରସୁଗୁଡା: ବ୍ରଜରାଜନଗର ଅଞ୍ଚଳରେ ପୋଲିସର ଏନକାଉଣ୍ଟର । ପୋଲିସର ଗୁଳିରେ କୁଖ୍ୟାତ ଅପରାଧୀ କମଲେଶ ଘୋଷଙ୍କ ପୁଅ ଅଙ୍କିତ ଘୋଷ ଆହତ । ଗତକାଲି(ରବିବାର) ବିଳମ୍ବିତ ରାତିରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଓପିଏମ୍ ଘାଟ ନିକଟରେ ଏହି ଏନକାଉଣ୍ଟର ଘଟିଛି ।…

ବୃଦ୍ଧାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ଖୋର୍ଦ୍ଧା : ଜଟଣୀରେ ଘରେ ପଶି ବୃଦ୍ଧାଙ୍କୁ ନିର୍ମମ ହତ୍ୟା। ଶୁକ୍ରବାର ରାତିରେ ଘରେ ପଶି ଜଣେ ବୃଦ୍ଧାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ। ଜଟଣୀ ଥାନା ଉପରବସ୍ତ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ଲୁଟ୍ ଉଦ୍ଦେଶ୍ୟରେ ଏହି ହତ୍ୟାକାଣ୍ଡ ହୋଇଥିବା ଅନୁମାନ…

ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନ୍‌କାଉଣ୍ଟର

ପୁରୁଷୋତ୍ତମପୁର: ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ ଓରଫ ଘନଶ୍ଯାମବେହେରାଙ୍କୁ ପୋଲିସ ଏନକାଉଣ୍ଟର କରିଛି । କାଳିର ଗ୍ଯାଙ୍ଗ ଦିର୍ଘଦିନହେଲା ପୁରୁଷୋତ୍ତମରପୁର ଥାନା…

ମହର୍ଷି କଲେଜରେ ଆତଙ୍କରାଜ; ୩ ଛାତ୍ର ଗିରଫ, ୫ଙ୍କୁ ନୋଟିସ୍, ଥାର୍ ଜବତ

ଭୁବନେଶ୍ବର: ପୁଣି ଅଶାନ୍ତ ହୋଇଛି ଭୁବନେଶ୍ବର ମହର୍ଷି କଲେଜ । କିଛି ଅଣଛାତ୍ରଙ୍କ ସମେତ ଏକ ଛାତ୍ରଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରେ ଥାର୍ ଗାଡି ପୁରାଇ ଆତଙ୍କରାଜ ସୃଷ୍ଟି କରିଛନ୍ତି । ଗତକାଲି (ଗୁରୁବାର) ଏହି ଘଟଣାରେ ସହିଦନଗର ଥାନା ପୋଲିସ…

ଲୁଟିନେଲେ ୨୦ ଲକ୍ଷ ଅଳଙ୍କାର

ଖଇରା:ବାଲେଶ୍ବରଜିଲ୍ଲା ଖଇରା ଥାନା କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗାଁର ଅନନ୍ତ କୁମାର ମିଶ୍ରଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ ଘରର ତାଲା ଭାଙ୍ଗି ଘରେ ଥିବା ୨୦ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ସୁନା, ରୁପା ଅଳଙ୍କାର ସମେତ ନଗଦ ୮୦ହଜାର ଟଙ୍କା…

ମୁଖ୍ୟମନ୍ତ୍ରୀ ବସ ଚାଳକଙ୍କୁ ପିସ୍ତଲ ଦେଖାଇ ଧମକ

ପାଟଣାଗଡ଼: ବଲାଙ୍ଗୀରଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବନମାଲ ଗ୍ରାମରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ମୁଖ୍ୟମନ୍ତ୍ରୀ ବସ୍ ଯାଉଥିବା ସମୟରେ ଜଣେ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଧମକ ଦେଉଥିବା ବେଳେ ଉକ୍ତ ବନ୍ଧୁକକୁ ଚାଳକ ଛଡ଼ାଇବାରେ ସଫଳ ହେବାରୁ ଅଭିଯୁକ୍ତ…