Category: ରାଜ୍ୟ

ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼,ନିର୍ବାଚନ ବାତିଲ

ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦ ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

ଭୋଟ ପାଇଁ ମହାପ୍ରସାଦ ଛୁଆଁଇ ଶପଥ

ଛାତ୍ର ସଂସଦ ନିର୍ବାଚନ। ଆରମ୍ଭ ହୋଇଛି ଭୋଟିଂ। ଭୋଟିଂ ପୂର୍ବରୁ ରମାଦେବୀ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ଟଙ୍କା ବଣ୍ଟା ଯାଉଥିବା ଅଭିଯୋଗ ହୋଇଛି। ଏବିଭିପି ପ୍ରାର୍ଥୀ ନିଜେ ହଷ୍ଟେଲ ଭିତରେ ପଶି ଟଙ୍କା ବାଣ୍ଟୁଥିବାର ଅଭିଯୋଗ କରିଛି ବିସିଜେଡି। ସେପଟେ ଏବିଭିପିର ପ୍ରାର୍ଥୀ…

ଛାତ୍ର ସଂସଦ ନିର୍ବାଚନ: ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଛାତ୍ର ସଂସଦ ନିର୍ବାଚନକୁ ନେଇ ସରଗରମ କ୍ୟାମ୍ପସ । ଦୀର୍ଘ ୮ ବର୍ଷ ପରେ ନିର୍ବାଚନ ହେଉଥିବାରୁ ପ୍ରାର୍ଥୀଙ୍କ ଠାରୁ ଆରମ୍ଭ କରି ଭୋଟରଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ଉତ୍ସାହ । ଦୀର୍ଘଦିନର ପ୍ରଚାର, ପ୍ରତିଶ୍ରୁତି ଓ ଭୋଟ୍ ଗୋଟାଇବାର…

ପୋଲିସ SI ପରୀକ୍ଷା; ସମସ୍ତ ପରୀକ୍ଷାର୍ଥୀଙ୍କୁ ତଥ୍ୟ ଅପଡେଟ୍‌ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ମିଳିତ ପୋଲିସ ସେବା ପରୀକ୍ଷା-୨୦୨୪ ପାଇଁ ବଡ଼ ସୂଚନା । ଏହି ପରୀକ୍ଷା ପାଇଁ ଆବେଦନ କରିଥିବା ସମସ୍ତ ପ୍ରାର୍ଥୀ/ପ୍ରାର୍ଥିନୀଙ୍କୁ ତଥ୍ୟ ଅପଡେଟ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାଲି ପୂର୍ବାହ୍ନ ୧୦ଟାରୁ ୨୯ ତାରିଖ ରାତି ୧୦ଟା ମଧ୍ୟରେ…

ବିନା ଅନୁମତିରେ ରାସ୍ତା ଖୋଳିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଦଶହରା ପୂର୍ବରୁ ଦ୍ୱୈତ ନଗରୀ ରାସ୍ତା ମରାମତିର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ l ଆଜି ଖାରବେଳ ଭାବନ ଠାରେ ଏହି ସମୀକ୍ଷା ବୈଠକ କରିଛନ୍ତି ମନ୍ତ୍ରୀ । ଅଧିକାଂଶ ରାସ୍ତା ମରାମତି ସରିଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ…

ଦଶହରାଯାଏ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ବୁଧବାର ସକାଳୁ ଦୁର୍ବଳ ହୋଇଯାଇଛି। ଘୂର୍ଣ୍ଣିବଳୟଟି ୧୩ ତାରିଖରେ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲାବେଳେ ତାହା ଦୁର୍ବଳ ହୋଇଯାଇଛି। ସେହିପରି ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ବିରୋଧୀମାନେ ରାଜନୀତିରେ, ଆମ ସରକାର ଓଡ଼ିଶାର ବିକାଶରେ ବ୍ୟସ୍ତ:ମୁଖ୍ୟମନ୍ତ୍ରୀ

ଯାଜପୁର : ରାଜ୍ୟରେ ଦ୍ୱିତୀୟ ଶିଳ୍ପ ବିପ୍ଲବର ସ୍ୱର୍ଣ୍ଣିମ ଅଧ୍ୟାୟ ଆରମ୍ଭ ହୋଇଛି। ଦୁଇ ବର୍ଷରୁ କମ୍ ସମୟ ମଧ୍ୟରେ ୧୫୧ଟି ପ୍ରକଳ୍ପର ଭୂମି ପୂଜନ କିମ୍ବା ଉଦ୍‌ଘାଟନ କରାଯାଇଛି। ଏଥିରେ ୩ ଲକ୍ଷ ୧୧ ହଜାର କୋଟିରୁ ଅଧିକ ପୁଞ୍ଜିନିବେଶ…

୧୯ ଓ ୨୦ରେ ଏମ୍‌ସ ଓପିଡି ବନ୍ଦ

ଭୁବନେଶ୍ୱର : ‘ମହାନବମୀ’ ଓ ‘ଦଶହରା’ ଅବସରରେ ଆସନ୍ତା ୧୯ ଏବଂ ୨୦ ତାରିଖରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ଡାକ୍ତରଖାନାରେ ବହିର୍ବିଭାଗ (ଓପିଡି) ସେବା ବନ୍ଦ ରହିବ। ଏ ନେଇ ଭୁବନେଶ୍ୱର ଏମ୍‌ସର ମେଡିକାଲ ଅଧୀକ୍ଷକଙ୍କ ପକ୍ଷରୁ…

୧୮ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ କେନ୍ଦ୍ରଠାରୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସହ ମିଆଁମାର ଓ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ଏକ ନିମ୍ନଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର…

ଷ୍ଟିଅରିଂ ପଛରେ ଶୁଭଲକ୍ଷ୍ମୀ: ନୂଆ ପଥ ଦେଖାଉଛନ୍ତି ଓଡ଼ିଶାର ପ୍ରଥମ ମହିଳା ଇଲେକ୍ଟ୍ରିକ୍ ବସ୍ ଚାଳକ

ଭୁବନେଶ୍ୱର: ପ୍ରତିଦିନ ସକାଳେ କେନ୍ଦୁଝରର ରାସ୍ତାରେ ଗଡ଼ିଥାଏ ଏକ ଇଲେକ୍ଟ୍ରିକ୍ ବସ୍। ଯାତ୍ରୀଙ୍କୁ ନିଜ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ଆଗକୁ ବଢ଼ୁଥିବା ଏହି ବସ୍‌ର ଷ୍ଟିଅରିଂ ଧରିଥାନ୍ତି ଶୁଭଲକ୍ଷ୍ମୀ ମହାନନ୍ଦ। ଯାତ୍ରୀଙ୍କ ପାଇଁ ଏହା ହୁଏତ ଦୈନନ୍ଦିନ ଯାତାୟାତର ଏକ…