Category: ରାଜ୍ୟ

ରାଜସ୍ଥାନ ସିକରରେ ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ଵର: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ୍। ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଲେ ସିକର ଜିଲ୍ଲା ମାଜିଷ୍ଟ୍ରେଟ୍। ଗତକାଲି ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ଚିଠି ଲେଖିଥିଲେ ପୁରୀ ଜିଲ୍ଲାପାଳ। ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ…

ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନର ଶୁଭାରମ୍ଭ କଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଭାରତର ସାମୁଦ୍ରିକ ମତ୍ସ୍ୟକ୍ଷେତ୍ର ଓ ପ୍ରଗତିଶୀଳ ‘ନୀଳ ଅର୍ଥବ୍ୟବସ୍ଥା’ (Blue Economy) ଇତିହାସରେ ଏକ ନୂତନ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଯାଇଛି। ରାଜଧାନୀ ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏକ…

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ବିକଶିତ ଭାରତ ଗଠନରେ ଯୁବ ବୈଜ୍ଞାନିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ- ଉପରାଷ୍ଟ୍ରପତି

ଭୁବନେଶ୍ୱର: ଜଟଣୀସ୍ଥିତ ନାଇଜର କ୍ୟାମ୍ପସରେ ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନ କହିଛନ୍ତି ଯେ “ଆଜି ମହାନ ବୈଜ୍ଞାନିକ ହୋମି ଭାଭା ଆମ ଗହଣରେ ନାହାନ୍ତି…

ଏଣିକି ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି ଔଷଧ

ନୂଆଦିଲ୍ଲୀ : ଔଷଧ ବିକ୍ରି ଉପରେ ସରକାର ଶୁକ୍ରବାର ଏକ ବଡ ପଦକ୍ଷେପ ନେଇଛନ୍ତି। ଏବେ ୧୨%ରୁ ଅଧିକ ଆଲକୋହଲ ଥିବା ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍। କେନ୍ଦ୍ର ସରକାର ଔଷଧ ନିୟମ ପାଇଁ ଏହି କଠୋର ପଦକ୍ଷେପ…

ଆମ୍ବୁଲାନ୍ସ ଚକା ପଙ୍କଚର : ରୋଗୀଙ୍କ ଜୀବନ ଗଲା

ଭବାନୀପାଟଣା : ଆମ୍ବୁଲାନ୍ସ ଚକା ଫାଟିବାରୁ ଚକା ବଦଳା ଯିବାକୁ ଉଦ୍ୟମ ହେଲା। ତେବେ ଅନ୍ୟ ଚକଟି ମଧ୍ୟ ଖରାପ ଥିଲା। ଏଣୁ ଦୀର୍ଘ ସମୟ ପରେ ଅନ୍ୟ ଏକ ଆମ୍ବୁଲାନ୍ସରେ ରୋଗୀଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିବା ବେଳେ ରୋଗୀଙ୍କ…

ରଥଯାତ୍ରାରେ ଅଧାକୁ କମିବ କର୍ଡନ୍ ପାସ୍

ପୁରୀ:ଚଳିତ ବର୍ଷର ଶ୍ରୀଜଗନ୍ନାଥ ରଥଯାତ୍ରାକୁ ଅଧିକ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରଥର ଇନର୍ କର୍ଡନ୍ ଅଞ୍ଚଳ ପାଇଁ ଜାରି ହେଉଥିବା ଭିଆଇପି ଓ ଭିଭିଆଇପି କର୍ଡନ୍ ପାସ୍ ସଂଖ୍ୟାକୁ ଏଥର ପୂର୍ବବର୍ଷ…

ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର : ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ଜଳ ନିଷ୍କାସିତ ହୋଇଛି। ସକାଳ ୧୧ଟା ପରେ ପାରମ୍ପରିକ ପୂଜାର୍ଚ୍ଚନା ପରେ ଗେଟ୍‌ ଖୋଲିଛି | ପରମ୍ପରା ଅନୁସାରେ ପ୍ରଥମେ ହୀରାକୁଦ ପଟୁ ୭ ନମ୍ବର, ପରେ ଆବଶ୍ୟକତା ଅନୁସାରେ ଅନ୍ୟ…

ଏଣିକି ପିଏମ୍-ଆବାସ ସହ ଯୋଡ଼ିବ ପିଏମ୍‌ ସୂର୍ଯ୍ୟଘର

ଭୁବନେଶ୍ୱର: ରାଜ୍ୟରେ ଶକ୍ତିକ୍ଷେତ୍ର ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ଅବାସ ଯୋଜନାର ପ୍ରଦତ୍ତ ଘର ସହ ପ୍ରଧାମନ୍ତ୍ରୀ ସୂର୍ଯ୍ୟଘର ଯୋଜନାକୁ ସମନ୍ବିତ କରାଯିବ। ଏହାଦ୍ବାରା ଘରର ବିଦ୍ୟୁତ୍‌ ବ୍ୟବହାର ଉପରେ ନିର୍ଭରତା ହ୍ରାସ ପାଇବ।…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ: ମାର୍ଚ୍ଚ ସୁଦ୍ଧା ଜମି ଯୋଗାଇଦେବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା…

ନିର୍ମାଣ ବିଭାଗର ଅସଂପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ବିକାଶକୁ ତ୍ୱରାନିତ କରିବାପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଜମି ଅଧିଗ୍ରହଣ, ଜଙ୍ଗଲଜମି ଅନୁମୋଦନ ଏବଂ ବିନିଯୋଗ ପ୍ରଦାନ ସମସ୍ୟାର ସମାଧାନଗୁଡ଼ିକ ଉପରେ ମୁଖ୍ୟଯନ୍ତ୍ରୀ ଏବଂ ଅଧିକ୍ଷଣ ଯନ୍ତ୍ରୀମାନେ ଗୁରୁତ୍ବ ପ୍ରଦାନ କରିବାକୁ ଆଇନ, ପୂର୍ତ୍ତ…