Category: ରାଜ୍ୟ

ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ

ବାରିପଦା / ଭୁବନେଶ୍ବର :ପ୍ରତ୍ୟେକ ଯୋଗ୍ୟ ପରିବାରକୁ ଏକ ସୁରକ୍ଷିତ ଏବଂ ସ୍ଥାୟୀ ( ପକା )ଘର ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର…

ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର ସମୀକ୍ଷା ବୈଠକ

ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟ (DPO) ପରିସରରେ ରାଜ୍ୟ…

ପଞ୍ଚସଖା ଶିକ୍ଷା ସେତୁର ପଞ୍ଚମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକ:୨୩ ଜିଲ୍ଲାରେ ୭.୨୯ କୋଟି ଟଙ୍କାରେ ୬୦୯ ଟି ପ୍ରକଳ୍ପ ମଞ୍ଜୁର

ଭୁବନେଶ୍ୱର : ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ବିଭିନ୍ନ ସ୍କୁଲରେ ଭିତ୍ତିଭୂମିର ବିକାଶ ପାଇଁ ୭.୨୯ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ନିମନ୍ତେ ମଞ୍ଜୁର…

‘ମେହେରମୁଣ୍ଡା’ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ

ଭୁବନେଶ୍ୱର: GR Records ପ୍ରସ୍ତୁତ ‘ମେହେରମୁଣ୍ଡା’ – ଓଡ଼ିଶାର ବୁଣାକାର ସମୁଦାୟଙ୍କୁ ସମର୍ପିତ ଏକ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ ଆଜି ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ, ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଓଡିଶା ଷ୍ଟେଟ କନଭେନସନ ସେଣ୍ଟର, ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି…

ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ: ଫୁଲୁରି ତେଲ ଲାଗି ହେଲେ

ପୁରୀ: ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ। ଅଣସର ପିଣ୍ଡିରେ ବିଜେ ଅସୁସ୍ଥ ମହାପ୍ରଭୁଙ୍କୁ ଭଲ କରିବା ପାଇଁ ଚାଲିଛି ଗୁପ୍ତ ନୀତି। ଜ୍ୱରରୁ ଉପଶମ ପାଇଁ ଶନିବାର ପଞ୍ଚମୀ ତିଥିରେ ମଣିମାଙ୍କ ଶ୍ରୀଅଙ୍ଗରେ ଲାଗି ହୋଇଛି ଜଡ଼ିବୁଟିଯୁକ୍ତ ଔଷଧୀୟ ଫୁଲୁରି ତେଲ। ଶ୍ରୀମନ୍ଦିରରେ…

ରଥଯାତ୍ରା ଦେଖିବା ପାଇଁ ପଦ୍ମ ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ଚଳିତବର୍ଷ ରଥଯାତ୍ରା ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି। ପତ୍ର ଲେଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଦେଶ ଓ ସମାଜ ପ୍ରତି ଆପଣମାନଙ୍କ ଅବଦାନ ପାଇଁ ଓଡ଼ିଶା…

ଇସ୍କନ କର୍ତ୍ତୃପକ୍ଷଙ୍କୁ ଗଜପତି ମହାରାଜାଙ୍କ ଚିଠି

ପୁରୀ: ଇସ୍କନ ପକ୍ଷରୁ ସ୍ନାନଯାତ୍ରା ଓ ରଥଯାତ୍ରାକୁ ପାରମ୍ପରିକ ତିଥି ବ୍ୟତୀତ ଭିନ୍ନ ସମୟରେ ପାଳନ କରାଯାଉଥିବା ପ୍ରସଙ୍ଗରେ ପୁରୀ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏନେଇ ସେ ଇସ୍କନର ଗଭର୍ଣ୍ଣିଂ ବଡି କମିଶନ (GBC)…

ବେହାଲ କଲାଣି ଲଘୁଚାପ

ସାରା ରାଜ୍ୟରେ ଭୀଷଣ ବର୍ଷା । ଗତ ୨୪ ଘଣ୍ଟାରେ ବରଗଡ଼ର ସୋହେଲାରେ ସର୍ବାଧିକ ୨୦୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିଭଳି ଗଞ୍ଜାମରେ ୧୪୫.୪ ମିଲିମିଟର, ବରଗଡ଼ର ବରପାଲ୍ଲୀରେ ୧୪୫, ଛତ୍ରପୁରରେ ୧୩୪, ବିଜେପୁରରେ ୧୨୬, ବଲାଙ୍ଗିରରେ ୧୨୨,…

ବଡ଼ଦାଣ୍ଡରେ ମିଳିବନି ରନ୍ଧା ଖାଦ୍ୟ

ପୁରୀ: ଏ ବର୍ଷ ରଥଯାତ୍ରାରେ ବଡ଼ଦାଣ୍ଡରେ ଆଦୌ ରନ୍ଧା ଖାଦ୍ୟ ଦିଆଯିବ ନାହିଁ । କିନ୍ତୁ ଶୁଖିଲା ଖାଦ୍ୟ ବଣ୍ଟା ଯାଇପାରିବ । ଫଳରେ ପରିବେଶ ଅସ୍ୱାସ୍ଥ୍ୟକର ହେବ ନାହିଁ । ଶୁକ୍ରବାର ପୁରୀ ସର୍କିଟ ହାଉସ୍ଠାରେ ନଗର ଉନ୍ନୟନ ବିଭାଗର…

ଖୋଲିଲା ମାଛକୁଣ୍ଡ ଡ୍ୟାମର ଗୋଟିଏ ଗେଟ

କୋରାପୁଟ: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲ୍ଲାର ଲମତାପୁଟ ବ୍ଲକସ୍ଥିତ ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପର ଡି-ଡ୍ୟାମର ଜଳସ୍ତର ବୃଦ୍ଧି ପାଇବା ପରେ ଶନିବାର ଡ୍ୟାମର ଗୋଟିଏ ଗେଟ ଖୋଲାଯାଇଛି। ଡ୍ୟାମର ୭ ନମ୍ବର ଗେଟ ଦେଇ ପ୍ରତି ସେକେଣ୍ଡରେ ୧୦୦୦ କ୍ୟୁସେକ…