Category: ରାଜ୍ୟ

୧୦୮ ଗରା ପବିତ୍ର ଜଳରେ ସ୍ନାନ କରିବେ ଶ୍ରୀଜିଉ

ପୁରୀ: ଆଜି ସ୍ନାନପୂର୍ଣ୍ଣିମା। ରତ୍ନ ମଣ୍ଡପରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସୁଛନ୍ତି ଚତୁର୍ଦ୍ଧା ମୂରତି। ଭୋର୍ ୫ଟାରୁ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ ନୀତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଦେବୀ ସୁଭଦ୍ରା, ବଡ ଠାକୁର ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ଶେଷରେ…