ଓଡ଼ିଶାରେ ଗଢ଼ାଯିବ ସ୍ୱତନ୍ତ୍ର ଆଣ୍ଟି-ଟେରର ସ୍କ୍ୱାଡ୍
ଭୁବନେଶ୍ୱର: ଏଣିକି ଅଦାଲତ, ବିମାନବନ୍ଦରରକୁ ବୋମାରେ ଉଡ଼େଇଦେବା ଧମକ ଶୁଣି ଆଉ ଡରିବନି ଓଡ଼ିଶା ପୁଲିସ । ସହରାଞ୍ଚଳରେ ଆତଙ୍କୀ ହମ୍ଲାକୁ ମୁକାବିଲା ପାଇଁ ଗଢ଼ାଯିବ ସ୍ୱତନ୍ତ୍ର ଆଣ୍ଟି-ଟେରର ସ୍କ୍ୱାଡ୍(ଏଟିଏସ୍) । ଓଡ଼ିଶାରେ ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ଏବଂ ଆତଙ୍କବାଦୀ…










