କଲେଜ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ:କଲେଜ ପରିସରକୁ ନିଶାମୁକ୍ତ ଅଞ୍ଚଳରେ ପରିଣତ କର
ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ପରିସରକୁ ନିଶାମୁକ୍ତ ଅଞ୍ଚଳରେ ପରିଣତ କରିବାକୁ ଉଚ୍ଚଶିକ୍ଷା ବିଭାଗ କଡ଼ା ପଦକ୍ଷେପ ନେଇଛି । ପ୍ରତ୍ୟେକ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିସର ମଧ୍ୟରେ ମଦ, ତମାଖୁ, ମାଦକ ଦ୍ରବ୍ୟ, ସାଇକୋଟ୍ରୋପିକ୍…









