Category: ରାଜନୀତି

ଜନତାଙ୍କ ସ୍ୱରକୁ ଚାପିବାକୁ ଉଦ୍ୟମ କରୁଛି ବିଜେପି: ବିଜେଡି

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ପାଇଁ ଜନସାଧାରଣଙ୍କ ସମାଲୋଚନାର ଶିକାର ହେଉଛି ବିଜେପି ସରକାର । ସୋସିଆଲ ମିଡିଆରେ ବିଜେପି ବିରୁଦ୍ଧରେ ମତ ପ୍ରକାଶ କରୁଥିବା ଲୋକଙ୍କୁ ବିଜେପି ଆକ୍ରୋଶର ଶିକାର ହେବାକୁ ପଡୁଛି । ବିଜେପି କ୍ଷମତା ବଳରେ ଜନତାଙ୍କ ସ୍ୱରକୁ…

ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର

ପାଟନା: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛି। ଉଲ୍ଲେଖନୀୟ ଯେ ବାଙ୍କିପୁରରେ ଉପନିର୍ବାଚନ ଜୁଲାଇ ୩୦ରେ ହେବାକୁ…

ସମର୍ପିତ ରାଷ୍ଟ୍ରନେତା ଓ ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତକ ଥିଲେ ଡା.ଶ୍ୟାମାପ୍ରସାଦ ମୁଖାର୍ଜୀ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଡା.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ ଅମୂଲ୍ୟ ଉପହାର, ଯାହା ପ୍ରତିଟି ଭାରତବାସୀଙ୍କୁ ରାଷ୍ଟ୍ରଭକ୍ତି ଓ ସେବାର ଅନନ୍ତ ପ୍ରେରଣା ଦେଇଥାଏ । ଭାରତୀୟ ଶିକ୍ଷା, ସଂସ୍କୃତି, ପରମ୍ପରା ଓ ରାଷ୍ଟ୍ରବୋଧର ଉତ୍‌ଥାନ ପାଇଁ…

ସରକାର ବିଷାକ୍ତ ଗ୍ୟାସ ମୃତକ ପରିବାରଙ୍କୁ 25 ଲକ୍ଷ ଟଙ୍କାର ଫିକ୍ସ ଡିପୋଜିଟ କରନ୍ତୁ : କଂଗ୍ରେସ

ତାମିଲନାଡୁର ତିରୁଭଲ୍ଲୁରଠାରେ ଥିବା ସେଣ୍ଟ ପଲ ଖାଦ୍ଯ ପ୍ରକ୍ରିୟାକରଣ ଫେକ୍ଟ୍ରିରେ ଗ୍ଯାସ ଲିକ ହୋଇ କେନ୍ଦୁଝର ଜିଲ୍ଲାର ୧୪ ଜଣ ନାବାଳିକା ଓ ମହିଳାଙ୍କ ମର୍ମନ୍ତୁଦ ମୂତ୍ଯୁ ଘଟିଥିଲା। ଏହି ବିଷୟକୁ ନେଇ ଗତକାଲି ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ…

ଏସ୍ଆଇଆର ଭୋଟର ତାଲିକାରେ ୨୦ ନୁହେଁ ୨୭ ଲକ୍ଷ ଭୋଟର ବାଦ୍ ପଡିଛନ୍ତି: ବିଜେଡି

ଭୋଟରଙ୍କ ମୌଳିକ ଅଧିକାର କ୍ଷୁର୍ଣ୍ଣ କରାଯାଉଛି ପ୍ରକ୍ରିୟାରେ କଟିଲେ ଅନେକ ଯୋଗ୍ୟ ଭୋଟର ସରଳୀକରଣ କରି ଯୋଗ୍ୟ ଭୋଟରଙ୍କୁ ତାଲିକାଭୁକ୍ତ ପାଇଁ ଦାବି ଭୁବନେଶ୍ୱର: ରାଜ୍ୟରେ ଏସଆଇଆର ପ୍ରକ୍ରିୟା ହୋଇ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି । ଭୋଟର ମାନଙ୍କ…

ମମତାଙ୍କୁ ଝଟ୍‌କା, ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

ନୂଆଦିଲ୍ଲୀ; ପଶ୍ଚିମବଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା ଲାଗିଛି । ତାଙ୍କର ଘନିଷ୍ଠ ସହଯୋଗୀ ଭାବେ ପରିଚିତ ଟିଏମ୍‌ସିର ରାଜ୍ୟ ସଭାପତି ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ସମସ୍ତ ଦଳୀୟ ପଦରୁ ଇସ୍ତଫା ଦେଇଛନ୍ତି । ଏ ସଂପର୍କରେ ସେ…

ଏସ୍‌ଆଇଆର୍‌ ଚିଠା ତାଲିକା, ଓଡ଼ିଶାରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ

ଭୁବନେଶ୍ବର: ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର) ପ୍ରକ୍ରିୟ ଓଡ଼ିଶା ଶେଷ ହୋଇଛି । ଏଥିସହ ଚିଠା ଭୋଟର୍ ତାଲିକା ପ୍ରକାଶ ପାଇଛି । ଏହି ତାଲିକା ଅନୁସାରେ ପ୍ରାୟ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ରାଜ୍ୟରେ ବର୍ତ୍ତମାନ…

ଅସମ୍ପୂର୍ଣ୍ଣ ହସ୍ପିଟାଲକୁ ଲୋକ ଦେଖାଣିଆ ଭାବେ ଉଦଘାଟନ କରି ବାହାବା ନେଉଛି ବିଜେପି ସରକାର : ବିଜେଡି

ଭୁବନେଶ୍ୱର: ବିଜେପି ସରକାର ଓଡ଼ିଶାବାସୀଙ୍କ ପାଇଁ କାଳ ସାଜିଛି । ଲୋକେ ଉନ୍ନତ ସ୍ୱାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାର ଏକ ଜ୍ୱଳନ୍ତ ଚିତ୍ର ଗତକାଲି ସନ୍ଧ୍ୟାରେ ବାରିପଦାରେ ଘଟିଥିବା ଦୁର୍ଘଟଣାରୁ ଦେଖିବାକୁ ମିଳିଛି । ଦୁର୍ଘଟଣାରେ ୨ ଜଣ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଭୋଟର ତାଲିକା ପର୍ଯ୍ୟବେକ୍ଷକମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର. ଏସ. ଗୋପାଲନଙ୍କ ଅଧ୍ୟକ୍ଷତାରେ ଆଜି ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ ପାଇଁ ନିଯୁକ୍ତ ଭୋଟର ତାଲିକା ପର୍ଯ୍ୟବେକ୍ଷକମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର…

ଭକ୍ତ, ନିରଞ୍ଜନ, ଜୟଦେବ ଓ କାଡମଙ୍କ ମିଳିତ କେନ୍ଦୁଝର ଗସ୍ତ

ଭୁବନେଶ୍ୱର: କେନ୍ଦୁଝର ତେଲକୋଇ ବ୍ଲକ ଅନ୍ତର୍ଗତ ଟାଙ୍ଗୀ ଡ଼ୁବୁରୀ ଗ୍ରାମର 12 ଜଣ ଯୁଆଙ୍ଗ ଆଦିବାସୀ ଝିଅ ତାମିଲନାଡୁର ତିରୁଭଲୁରର ଏକ ଫ୍ୟାକ୍ଟ୍ରିରେ କାମ କରୁଥିଲେ l ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ ହେବା ଫଳରେ ଦାଦନ ଶ୍ରମିକ ରୂପେ କାର୍ଯ୍ୟକରୁଥିବା…