Category: ରାଜନୀତି

ରାଜ୍ୟ ସରକାର ତୁରନ୍ତ ହସ୍ତକ୍ଷେପ କରି ସ୍ୱାସ୍ଥ୍ୟସେବା ସ୍ୱାଭାବିକ କରନ୍ତୁ:ବିଜୁ ଜନତା ଦଳ

ଭୁବନେଶ୍ୱର: ରାଜ୍ୟର ଡାକ୍ତରମାନଙ୍କ ଆନେ୍ଦାଳନ ଯୋଗୁଁ ସ୍ୱାସ୍ଥ୍ୟସେବା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଶବ ବ୍ୟବଚ୍ଛେଦ ଠାରୁ ଆରମ୍ଭ କରି ଓପିଡି, ଆଇପିଡି, ଆଉଟ୍ଡୋର ରୋଗୀମାନଙ୍କ ଚିକିତ୍ସା ଏବଂ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀ ମାନଙ୍କ ଚିକିତ୍ସା କ୍ଷେତ୍ରରେ ଗୁରୁତର ପ୍ରଭାବ…

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପତିଜନକ ମନ୍ତବ୍ୟକୁ ଓଡ଼ିଶାବାସୀ ସହ୍ୟ କରିପାରିବେ ନାହିଁ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଦିଆଯାଇଥିବା ଆପତିଜନକ ମନ୍ତବ୍ୟକୁ ଓଡ଼ିଶାବାସୀ କଦାପି ସହ୍ୟ କରିପାରିବେ ନାହିଁ । ନିଜକୁ ସାମ୍ବାଦିକ ବୋଲି ପରିଚୟ ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂ କରୁଥିବା ଶ୍ରୀ ସୁନୀଲ ଜେନା ନାମକ…

ଦଳ ଅନୁଶାସନ ହିସାବରେ ଚାଲିବ, ଯେତେ ବରିଷ୍ଠ ହେଲେ ମଧ୍ୟ ସଭାପତିଙ୍କ ପରାମର୍ଶ କ୍ରମେ କାର୍ଯ୍ୟ ନିର୍ଣ୍ଣୟ ହେବ

ଭୁବନେଶ୍ୱର : କଂଗ୍ରେସ ଭବନ ଠାରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ନୂତନ ନିଯୁକ୍ତ ଓଡ଼ିଶା କଂଗ୍ରେସ ପ୍ରଭାରୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସର ରାଜନୈତିକ ବ୍ୟାପର କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଯୋଗ…

ରାଜ୍ୟ କଂଗ୍ରେସ ଭବନରେ ବଡ଼ ବୈଠକ

ଭୁବନେଶ୍ଵର: ରାଜ୍ୟ କଂଗ୍ରେସ ଭବନରେ ବଡ଼ ବୈଠକ। ପ୍ରଭାରୀ ଲାଲଜି ଦେଶାଇଙ୍କ ଅଧ୍ୟକ୍ଷତାରେ ରାଜନୈତିକ ବ୍ୟାପାର କମିଟି ବୈଠକ ବସିଛି। ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ଦାସ, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଶରତ ପଟ୍ଟନାୟକ, ବିଶ୍ୱରଞ୍ଜନ ମହାନ୍ତି,…

ନବୀନ ଓ ପାଣ୍ଡିଆନଙ୍କୁ କୋର୍ଟଙ୍କ ସମନ

ବଢିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କ ପାଇଁ ଅଡୁଆ। ହେଲିକପ୍ଟରରେ ବୁଲିବା ସହ ରାଜ୍ୟ ରାଜକୋଷରୁ ଅର୍ଥ ଖର୍ଚ୍ଚ କରିଥିବା ନେଇ ହୋଇଥିବା ମାମଲାରେ କୋର୍ଟ ନୋଟିସ ଜାରି କରିଛନ୍ତି…

ଉଠିଛି ପ୍ରଶ୍ନ: ଶାସକ ଦଳ ବର୍ତ୍ତମାନ ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ ଚାହୁଁଛି କି ନାହିଁ

ଭୁବନେଶ୍ବର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ସରକାରୀ ପ୍ରସ୍ତୁତିର ଗତିକୁ ନେଇ ପ୍ରଶ୍ନ ଉଠିଛି । ଶାସକ ଦଳ ବର୍ତ୍ତମାନ ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ ଚାହୁଁଛି କି ନାହିଁ, ତାକୁ ନେଇ ପ୍ରଶ୍ନ ଉଠିଛି । କାରଣ ବାଲାଟ ପେପର ଛପା…

କୋରେଇ ବିଜେପି ପକ୍ଷରୁ ମିଶ୍ରଣ ପର୍ବ

ଯାଜପୁର: ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଯାଜପୁରରେ ଶକ୍ତିଶାଳୀ ହେଉଛି ଭାରତୀୟ ଜନତା ପାର୍ଟି । କୋରେଇ ବିଜେପି ପକ୍ଷରୁ ବ୍ୟାସନଗର ସ୍ଥିତ ଟାଉନ ହଲ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ମିଶ୍ରଣ ପର୍ବରେ ଅନ୍ୟ…

ନୀତିନ ନବୀନଙ୍କୁ ଭେଟି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି ।ଓଡ଼ିଶାର ପ୍ରଗତି, ସାଂଗଠନିକ ସୁଦୃଢ଼ୀକରଣ ଓ ଆଗାମୀ କାର୍ଯ୍ୟପନ୍ଥା ଆଲୋଚନା କରିଛନ୍ତି ।…

କ୍ୟାବିନେଟ : ଜ୍ଞାନୋଦୟ- ଶିକ୍ଷାରୁ ସମୃଦ୍ଧି ଯୋଜନାକୁ ମଞ୍ଜୁରୀ

ଭୁବନେଶ୍ବର : କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା । ୨୦୨୬-୨୭ ଶିକ୍ଷାବର୍ଷରୁ ହେବ ଲାଗୁ । ଶିକ୍ଷାନୁଷ୍ଠାନରେ ଛାଡ଼ ହେବ ନାମଲେଖା ଫି’ । କ୍ୟାବିନେଟ ବୈଠକରେ ଜ୍ଞାନୋଦୟ- ଶିକ୍ଷାରୁ ସମୃଦ୍ଧି ଯୋଜନାକୁ ମଞ୍ଜୁରୀ ମିଳିଛି। ଏଥିସହ ରାଜ୍ୟ କ୍ୟାବିନେଟର…

କ୍ୟାବିନେଟ: ଓଡ଼ିଶା ଗଭୀର ସମୁଦ୍ରରେ ମାଛ ଧରିବା ମିଶନ ଅନୁମୋଦିତ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୮ ଟି ବିଭାଗର ୧୨ ଟି ପ୍ରସ୍ତାବକୁ ପୂର୍ବକ ଅନୁମୋଦନ ମିଳିଛି । ଉଚ୍ଚଶିକ୍ଷା ବିଭାଗର ଗୋଟିଏ,…