Category: ରାଜନୀତି

୩ ତାରିଖରୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆସନ୍ତା ୩ ତାରିଖରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ ସମୟରେ ସେ ବରଗଡ଼, ସମ୍ବଲପୁର, କଟକ ଓ ଭୁବନେଶ୍ୱରରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।…

ପଶ୍ଚିମଓଡ଼ିଶା ଗସ୍ତରେ ଆସିବେ ଅମିତ୍ ଶାହ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ ଆସନ୍ତା ୪ତାରିଖରେ ଦୁଇଦିନିଆ ପଶ୍ଚିମଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ବରଗଡ଼ ବିଜେପି ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ୪ତାରିଖରେ ବରଗଡ଼ରେ ଇଥାନଲ୍ ରିଫାଇନାରୀର ଉଦଘାଟନ କରିବା…

ଜୋସେଫ ବିଜୟଙ୍କ ନେତୃତ୍ୱରେ ସରକାର ଅଧିକ ଦିନ ତିଷ୍ଠିବ ନାହିଁ :ଏମକେ ଷ୍ଟାଲିନ

ଚେନ୍ନାଇ,: ତାମିଲନାଡୁ ବିଧାନସଭା ନିର୍ବାଚନରେ, ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟଙ୍କ ଦଳ, ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ଭଲ ପ୍ରଦର୍ଶନ କରିଥିଲା । କିଛି ଅନ୍ୟ ଦଳ ସହିତ ରାଜ୍ୟରେ ଏକ ମେଣ୍ଟ ସରକାର ଗଠନ କରିଥିଲା । ଏହା…

ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ- ମନ୍ତ୍ରୀ

ଭୁବନେଶ୍ୱର : ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ସଂଶୋଧିତ ପୁସ୍ତକ ଦିଆଯିବା ନେଇ ସୋମବାର ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ…

 ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ: ଗଣଶିକ୍ଷା ମନ୍ତ୍ରୀ
ଇସ୍ତଫା ଦିଅନ୍ତୁ- ବିଜେଡି

ପାଠ୍ୟପୁସ୍ତକରେ ତ୍ରୁଟି ଓଡ଼ିଶାକୁ ସାରା ଦେଶରେ ନିନ୍ଦିତ କରିଛି ହୋଇଥିବା ତ୍ରୁଟିର ତୁରନ୍ତ ସିବିଆଇ ତଦନ୍ତ କରାଯାଉ ନଚେତ ବିଜୁ ଯୁବ ଓ ଛାତ୍ର ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ଭୁବନେଶ୍ୱର,: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟି ଶିକ୍ଷା…