Category: ଖେଳ

ଓଡ଼ିଶା ଟି-୨୦ ଲିଗ୍ ସିଏମ୍ ଟ୍ରଫି ୨୦୨୬ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି।କଟକର ଐତିହାସିକ ବାରବାଟୀ ଷ୍ଟାଡିଅମଠାରେ ‘ଓଡ଼ିଶା ଟି-୨୦ ଲିଗ୍ ସିଏମ୍ ଟ୍ରଫି ୨୦୨୬’ର ଶୁଭାରମ୍ଭ ହୋଇଯାଇଛି ।ମୁଖ୍ୟମନ୍ତ୍ରୀ ଟ୍ରଫିରେ ଫୁଟବଲ, ଖୋ-ଖୋ, କବାଡ଼ି ଓ ଭଲିବଲ ପରେ ଏବେ…

ଆଜିଠାରୁ ଏସୀୟ କ୍ରୀଡ଼ାର ବିଂଶତମ ସଂସ୍କରଣ

ନାଗୋୟା: ବିଶ୍ବର ଅନ୍ୟତମ ସର୍ବବୃହତ କ୍ରୀଡ଼ା ମହାକୁମ୍ଭ ଏସୀୟ କ୍ରୀଡ଼ାର ବିଂଶତମ ସଂସ୍କରଣ -୨୦୨୬ର ଉଦ୍‌ଘାଟନୀ ଉତ୍ସବ ଶନିବାର ସନ୍ଧ୍ୟାରେ ଜାପାନର ନୋଗୋୟା ମିଜୁହୋ ଷ୍ଟାଡ଼ିୟମରେ ଆୟୋଜିତ ହେବ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଉକ୍ତ ପ୍ରତିଯୋଗିତା ଉଦ୍‌ଘାଟିତ ହେବ। ଅକ୍ଟୋବର…

୩୦ ବଲ୍‌ରୁ ଅଭିଷେକଙ୍କ ଶତକ

ନୂଆଦିଲ୍ଲୀ: ଅଭିଷେକ ଶର୍ମାଙ୍କ ଧୂଆଁଧାର ଶତକ ବଲ୍‌ରେ ଭାରତୀୟ ଦଳ ଆଫଗାନିସ୍ତାନ ବିପକ୍ଷ ଟ୍ବେଣ୍ଟି-୨୦ ଶୃଙ୍ଖଳାକୁ ୩-୦ରେ ମୂଳପୋଛ ଭାବେ ଜିତିନେଇଛି। ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଶେଷ ମ୍ୟାଚ୍‌ରେ ଶ୍ରେୟସ ଆୟରଙ୍କ ଦଳ ୧୨୭ ରନ୍‌ର ବଡ଼ ବିଜୟ ସହ…

ସମ୍ପର୍କରେ ଫାଟ: ଅଲଗା ହେଲେ ପୃଥ୍ବୀ-ଆକୃତି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ପୃଥ୍ୱୀ ସ’ ଓ ତାଙ୍କ ପ୍ରେମିକା ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ଫାଟ ଦେଖାଦେଇଛି। ନିର୍ବନ୍ଧର ପ୍ରାୟ ୬ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଆକୃତି ଗୁରୁବାର ସୋସିଆଲ ମିଡିଆରେ ଏକ ବିବୃତି ଜାରି…

ଆଫ୍‌ଗାନିସ୍ତାନ ପୁଣି ପରାସ୍ତ; ଭାରତ ଶୃଙ୍ଖଳା ବିଜୟୀ

ନୂଆଦିଲ୍ଲୀ: କ୍ରମାଗତ ୨ୟ ଟ୍ବେଣ୍ଟି୨୦ ମ୍ୟାଚ୍‌​ରେ ଆଫ୍‌ଗାନିସ୍ତାନ ବିପକ୍ଷରେ ସହଜ ବିଜୟ ହାସଲ କରିଛି ଭାରତ। ମଙ୍ଗଳବାର ୨ୟ ଟ୍ବେଣ୍ଟି୨୦ ମ୍ୟାଚ୍‌ରେ ୭ ୱିକେଟ୍‌ରେ ଆଫ୍‌ଗାନିସ୍ତାନକୁ ଭାରତ ପରାସ୍ତ କରିଛି। ଫଳରେ ୨-୦ରେ ଆଗୁଆ ହୋଇ ୩ ମ୍ୟାଚ୍‌ର ଟି୨୦ ଶୃଙ୍ଖଳାକୁ…

ମୋହସିନ୍‌ ନକଭିଙ୍କ ହାତରୁ ଟ୍ରଫି ନେଲାନି ଭାରତୀୟ ମହିଳା ଦଳ

ପୁଣି ଟ୍ରଫି ବିବାଦ, ଏସିଆ କପ୍‌ ଫାଇନାଲ୍‌ ଟ୍ରଫି ପ୍ରଦାନ ଉତ୍ସବରେ ପୁଣି ପାକିସ୍ତାନ ଅପଦସ୍ତ । ଅଷ୍ଟମ ଥର ପାଇଁ ମହିଳା ଏସିଆ କପ୍‌ କ୍ରିକେଟ୍‌ ଟ୍ରଫି ଜିତିଛି ଭାରତୀୟ ଦଳ । ରବିବାର ଶ୍ରୀଲଙ୍କା ବିପକ୍ଷ ଫାଇନାଲ୍‌ ମ୍ୟାଚ୍‌କୁ…

ଆଜି ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍‌ ଟୁର ସିଲଭର୍‌ ମିଟ୍‌, ଶୁଭାରମ୍ଭରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ କିଛି ଘଣ୍ଟାର ଅପେକ୍ଷା । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର ମିଟ୍ । କେବଳ ଓଡ଼ିଶା ନୁହେଁ, ଭାରତରେ ଏହି ପ୍ରତିଯୋଗିତା ପ୍ରଥମ ଥର ଆୟୋଜିତ ହେଉଛି ।ଓଡ଼ିଶା ସରକାରଙ୍କ କ୍ରୀଡ଼ା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

ଭାରତ-ଜିମ୍ବାୱେ ପ୍ରଥମ ଟ୍ବେଣ୍ଟି୨୦ ଆଜି

ହରାରେ : ଗୁରୁବାର ଘରୋଇ ଜିମ୍ବାୱେ ଓ ବିଶ୍ବ ଚମ୍ପିଆନ୍‌ ଭାରତ ମଧ୍ୟରେ ୩-ମ୍ୟାଚ୍‌ର ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଗତ ୩ ବର୍ଷରେ କ୍ରମାଗତ ୧୨ଟି ଦ୍ବିପାକ୍ଷିକ ଟ୍ବେଣ୍ଟି୨୦ ଶୃଙ୍ଖଳା ହାରିନଥିବା ଭାରତ ନିକଟରେ କ୍ରମାଗତ ୨ଟି ଶୃଙ୍ଖଳାରେ…

ଦିନିକିଆ ବ୍ୟାଟିଂ ମାନ୍ୟତା: ଶୀର୍ଷ ୪ରେ ୩ ଭାରତୀୟ

ନୂଆଦିଲ୍ଲୀ : ଆଇସିସି ପକ୍ଷରୁ ବୁଧବାର ସଦ୍ୟ ପ୍ରକାଶିତ ପୁରୁଷ ଦିନିକିଆ ବ୍ୟାଟିଂ ମାନ୍ୟତାରେ ଭାରତୀୟଙ୍କ ପ୍ରାଧାନ୍ୟ ଦେଖିବାକୁ ମିଳିଛି। ଏହି ତାଲିକାର ପ୍ରଥମ ୪ ଜଣଙ୍କ ମଧ୍ୟରେ ୩ ଭାରତୀୟ ବ୍ୟାଟ୍‌ସମ୍ୟାନ ରହିଛନ୍ତି। ନ୍ୟୁଜିଲାଣ୍ଡର ବ୍ୟାଟ୍‌ସମ୍ୟାନ ଡ୍ୟାରିଲ ମିଚେଲ ୮୦୨…