Category: ଦେଶ ବିଦେଶ

ଇରାନ ଉପରେ ଆମେରିକାର ଆକ୍ରମଣ ଜାରି

ୱାଶିଂଟନ : ଆମେରିକା ଓ ଇରାନ ମଧ୍ୟରେ ଲାଗି ରହିଥିବା ସାମରିକ ସଂଘର୍ଷ କ୍ରମରେ ଆମେରିକା ସେନା କ୍ରମାଗତ ପଞ୍ଚମ ଦିନ ପାଇଁ ଇରାନର ବିଭିନ୍ନ ସାମରିକ ଘାଟିକୁ ଟାର୍ଗେଟ୍ କରି ବିମାନ ଆକ୍ରମଣ କରିଛି। ବିଶେଷ କରି ବିଶ୍ୱର ସବୁଠାରୁ…

ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍‌, ୩ ମୃତ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ସ୍କୁଲ ଗାଡ଼ି ପାସେଞ୍ଜର ଟ୍ରେନର ସମ୍ମୁଖୀନ ହେବା ଫଳରେ ୨ ଜଣ ସ୍କୁଲ ଛାତ୍ରଙ୍କ ସମେତ ୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ…

ଇରାନକୁ ଟ୍ରମ୍ପଙ୍କ ଧମକ ; ଶାନ୍ତି କଥାବାର୍ତ୍ତା ନହେଲେ ବଡ଼ ଆକ୍ରମଣ

ୱାଶିଂଟନ : ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଶାନ୍ତି କଥାବାର୍ତ୍ତା ଆରମ୍ଭ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପ୍ରସ୍ତାବ ଦେଇଛନ୍ତି। ବୁଧବାର ଟ୍ରମ୍ପ କହିଛନ୍ତି ଯେ ଆଗାମୀ ତିନି ଦିନ ମଧ୍ୟରେ ଇରାନ ଶାନ୍ତି କଥାବାର୍ତ୍ତା ପାଇଁ ଆଗକୁ ନ…

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ରଥଯାତ୍ରା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ…

ରୁଷ ତେଲ ଉପରୁ ପ୍ରତିବନ୍ଧକ କୋହଳ କଲା ଆମେରିକା !

ନୂଆଦିଲ୍ଲୀ: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକା ପକ୍ଷରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ କଠୋର ଆର୍ଥିକ ପ୍ରତିବନ୍ଧକ ଲଗାଇବା ପାଇଁ ଆମେରିକା ସଂସଦରେ ଆସିଥିବା ବିଲ୍‌ରେ ଏକ ବଡ଼ ପରିବର୍ତ୍ତନ…

ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ

ନୂଆଦିଲ୍ଲୀ : ଭାରତ ସରକାର ଦେଶରେ ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିଛନ୍ତି। କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତ ବିଜ୍ଞପ୍ତି ଜାରି କରାଯାଇଛି। ଏଥିସହ ତତ୍କାଳ ଏହି ନିଷିଦ୍ଧାଦେଶକୁ ଲାଗୁ…

ସଂସଦୀୟ କମିଟି ଦେଲା ପରାମର୍ଶ: ୩୦ ଦିନ ଜେଲରେ ରହିଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ନିଲମ୍ବିତ କରାଯିବ

ନୂଆଦିଲ୍ଲୀ: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ ଏକ ଗୁରୁତର ଅପରାଧ ଅଭିଯୋଗରେ ଲଗାତାର ୩୦ ଦିନ ପାଇଁ ହାଜତରେ ରଖାଯାଏ,…

ଷ୍ଟାଲିନଙ୍କ ପ୍ରତ୍ୟାଖ୍ୟାନ : ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ: ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଟିଭିକେ ଯୋଗଦେବା ନିମନ୍ତେ ପୂର୍ବତନ ସହଯୋଗୀ ଭିସିକେ ଦେଇଥିବା ପ୍ରସ୍ତାବକୁ ଷ୍ଟାଲିନ୍‌…

ସଂସଦର ମୌସୁମୀ ଅଧିବେଶନ, ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ଦିନକ ପୂର୍ବରୁ ଅର୍ଥାତ ଜୁଲାଇ ୧୯ରେ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି । ସୂଚନା ଅନୁସାରେ, ଏହି ବୈଠକ ପୂର୍ବାହ୍ନ ୧୧ଟାରେ ବସିବ । ଏଥିରେ ସରକାର ନିଜ ବିଧାୟୀ ଏଜେଣ୍ଡା ବାବଦରେ ସଭିଁଙ୍କୁ…

ଗମ୍ଭୀର ସ୍ଥିତିରେ ପହଞ୍ଚିଛି ଆମେରିକା ଓ ଇରାନ ଯୁଦ୍ଧ

ୱାଶିଂଟନ/ତେହରାନ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଅତ୍ୟନ୍ତ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ଏପରି କି ଏହି ଯୁଦ୍ଧ ସମଗ୍ର ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି। ​‌ରବିବାର ପ୍ରତ୍ୟୁଷରେ ଦୁଇ ଦେଶ ପରସ୍ପର…