Category: ଦେଶ ବିଦେଶ

ପୁଣି ଜେଲ୍ ଯିବାକୁ ରାଜପାଲଙ୍କୁ ହାଇକୋର୍ଟ ନିର୍ଦ୍ଦେଶ

ମୁମ୍ବାଇ : ବଲିଉଡ୍ କମେଡିଆନ୍ ରାଜପାଲ ଯାଦବଙ୍କୁ ଶୁକ୍ରବାର ବଡ ଝଟକା ମିଳିଛି। ରାଜପାଲଙ୍କ ଦଣ୍ଡାଦେଶ କାଏମ୍ ରଖିଛନ୍ତି ଦିଲ୍ଲୀ ହାଇକୋର୍ଟ। ତଳ କୋର୍ଟଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ। ଚେକ୍ ବାଉନ୍ସ ମାମଲାରେ ରାଜପାଲଙ୍କୁ ସଜ୍ଜା କାଏମ ରହିଛି। ପୁଣି…

ସୁପ୍ରିମକୋର୍ଟରେ ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିଲେ ଆବେଦନକାରୀ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶୁକ୍ରବାର ଏକ ଅପ୍ରୀତିକର ଘଟଣା ଘଟିଛି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ଆଦେଶକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନର ଶୁଣାଣି ବେଳେ ଆବେଦନକାରୀ ନିଜେ କୋର୍ଟରେ ହାଜର ହୋଇ ବିଚାରପତିଙ୍କ ପ୍ରତି ଅସମ୍ମାନଜନକ ଆଚରଣ କରିଥିଲେ। ସେ ବିଚାରପତିଙ୍କୁ…

ମେଲବର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ମୋଦି

ମେଲବର୍ଣ୍ଣ : ମେଲବର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ମୋଦି। ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଆଜି ଐତିହାସିକ କ୍ରିକେଟ୍ ଗ୍ରାଉଣ୍ଡ ମେଲବର୍ଣ୍ଣରେ ପହଞ୍ଚିଥିଲେ। ତାଙ୍କ ସହ ଉପସ୍ଥିତ ଥିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଅଲବାନିଜ୍ ଏବଂ ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଦଳର…

ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ

ଗୁରୁଗ୍ରାମର ସୁଶାନ୍ତ ଲୋକ ଫେଜ୍-୨ ଠାରେ ସଶସ୍ତ୍ର ଗ୍ୟାଙ୍ଗଷ୍ଟରମାନଙ୍କ ସହ ହୋଇଥିବା ଏକ ହାଇ-ଭୋଲ୍ଟେଜ୍ ଏନକାଉଣ୍ଟର (ଗୁଳି ବିନିମୟ) ବେଳେ ଚାରି ଜଣ ଅପରାଧୀ ନିହତ ହୋଇଛନ୍ତି ଏବଂ ଗୁରୁଗ୍ରାମ ପୋଲିସ କ୍ରାଇମ ବ୍ରାଞ୍ଚର ତିନି ଜଣ କର୍ମଚାରୀ ଗୁଳିମାଡ଼ରେ ଆହତ…

୧୪ରେ ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ଅନିଲ ମେନନ୍‌

ୱାସିଂଟନ:ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାର ମହାକାଶଚାରୀ ଭାରତୀୟ ବଂଶୋଦ୍ଭବ ଅନିଲ ମେନନ୍‌ ଇତିହାସ ରଚିବାକୁ ଯାଉଛନ୍ତି। ଅନିଲ ମେନନ ଜୁଲାଇ ୧୪ ତାରିଖରେ ପ୍ରଥମ ଥର ପାଇଁ ଆର୍ନ୍ତଜାତିକ ସ୍ପେଶ୍‌ ‌ଷ୍ଟେସନ (ଆଇଏସ୍‌ଏସ୍‌) ଯିବେ। ୪୯ ବର୍ଷୀୟ ମେନନ୍‌ ରୁଷୀୟ…

ଭାରତକୁ ୟୁରେନିୟମ ଯୋଗାଇବ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ୍‌ଙ୍କ ମଧ୍ୟରେ ମେଲବୋର୍ଣ୍ଣରେ ହୋଇଥିବା ଦ୍ୱିପାକ୍ଷିକ ଆଲୋଚନା ପରେ ଗୁରୁବାର ଜାରି ହୋଇଥିବା ମିଳିତ ବିବୃତ୍ତିରେ ଅଷ୍ଟ୍ରେଲିଆ ଭାରତକୁ କେବଳ ଶାନ୍ତିପୂର୍ଣ୍ଣ ଉଦ୍ଦେଶ୍ୟରେ ଦୀର୍ଘମିଆଦୀ ୟୁରେନିୟମ ରପ୍ତାନି କରିବାକୁ ସମ୍ମତି…

ହୃଦୟବିଦାରକ ଦୁର୍ଘଟଣା:୭ ମୃତ

ବେଙ୍ଗାଲୁରୁ: କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାରୁ ଏକ ହୃଦୟବିଦାରକ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏକ ଦ୍ରୁତଗାମୀ ଟ୍ରକ୍ ଏବଂ କ୍ରୁଜର ଗାଡ଼ି ମଧ୍ୟରେ ସାଂଘାତିକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୭ ଜଣଙ୍କର ମୃତ୍ୟୁ ହୋଇଛି…

ପୁଲିସ୍ ଗୁଳିରେ ଟଳିଲା ଦୁଷ୍କର୍ମକାରୀ

କୋଲକାତା; ପୁଲିସ୍ ଗୁଳିରେ ଟଳିଲା ଦୁଷ୍କର୍ମକାରୀ । ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପରଗନା ଜିଲ୍ଲା ବରୁଇପୁରରେ ନିକଟରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ନାବାଳିକା ଦୁଷ୍କର୍ମ…

ଜୁଲାଇ ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ଅଧିକ ବର୍ଷା

ନୂଆଦିଲ୍ଲୀ: ବର୍ଷା ଅଭାବ ୧୨ ପ୍ରତିଶତକୁ ଖସି ଆସିଛି। ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ଅଧିକ ମୌସୁମୀ ବର୍ଷା ହୋଇଛି। ଏଲ୍ ନିନୋ ବର୍ଷ ହେଲେ ବି ସ୍ୱାଭାବିକ ଠୁ କମ୍ ବର୍ଷା ହେବା ଆବଶ୍ୟକ ନୁହେଁ। ଏନେଇ…

ସାନ ଭାଇ ଦେଲା ତିନ୍ ତଲାକ, ବଡ଼ ଭାଇ କଲା ଦୁଷ୍କର୍ମ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବିଜନୋର ଜିଲ୍ଲାରୁ ଏକ ସମ୍ବେଦନଶୀଳ ଘଟଣା ସାମନାକୁ ଆସିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ମହିଳାଜଣକ ଦୁଷ୍କର୍ମର ଶିକାର ହୋଇଛନ୍ତି। ଆଉ ଦୁଷ୍କର୍ମ କରିଛନ୍ତି ଖୋଦ ତଲାକ୍ ଦେଇଥିବା ବ୍ୟକ୍ତିଙ୍କ ବଡ଼ ଭାଇ।…