Category: ଦେଶ ବିଦେଶ

ଯୌନ ଉତ୍ପୀଡ଼ନ ମାମଲା: ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ

ମୁମ୍ୱାଇ: ଚର୍ଚ୍ଚିତ ତରୁଣ ତେଜପାଲ ମାମଲାରେ ବମ୍ବେ ହାଇକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । ୨୦୨୧ ମସିହାରେ ନିମ୍ନ ଅଦାଲତ ତାଙ୍କୁ ଯେଉଁ ଦୋଷମୁକ୍ତ କରିଥିଲେ, ସେହି ରାୟକୁ ହାଇକୋର୍ଟ ପୂରାପୂରି ଓଲଟାଇ ଦେଇଛନ୍ତି ଏବଂ ତାଙ୍କୁ ଦୋଷୀ ସାବ୍ୟସ୍ତ…

ବିନା ଦୋଷରେ 22 ବର୍ଷ ଜେଲ: ତଦନ୍ତକୁ ଭର୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବିନା ଦୋଷରେ ଜେଲରେ କଟିଲା 22 ବର୍ଷ । କେବଳ ସନ୍ଦେହ ଆଧାରରେ, ବିନା କୌଣସି ବିଶ୍ବସନୀୟ ପ୍ରମାଣରେ ଜେଲରେ 22 ବର୍ଷ କାଟିଥିବା ଓଡ଼ିଶାର ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ସୁପ୍ରିମକୋର୍ଟ । ବ୍ୟକ୍ତି ଜଣକ ହେଉଛନ୍ତି…

୧୭ରେ ହୋଇପାରେ ସଂସଦର ସ୍ବତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ : ସଂସଦର ମୌସୁମି ଅଧିବେଶନରେ ଅଚଳାବସ୍ଥା ଲାଗି ରହିଥିବାବେଳେ ସରକାର ଅଗଷ୍ଟ ୧୭ରେ ଏକ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଯୋଜନା କରୁଛନ୍ତି। ସୀମା ପୁନଃନିର୍ଦ୍ଧାରଣ ବିଲ୍ ଓ ମହିଳା ସଂରକ୍ଷଣ ସଂଶୋଧନ ବିଲ୍‌କୁ ଗୃହୀତ କରାଇବା ଲକ୍ଷ୍ୟରେ ସରକାର ସ୍ବତନ୍ତ୍ର…

ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇବା ଘଟଣା ; ଜୁକରବର୍ଗଙ୍କୁ ୩ ଦିନର ଅଲଟିମେଟମ୍

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫେସବୁକ୍ ଭିଡିଓ ହଟାଇବା ପ୍ରସଙ୍ଗ ଏବେ ଏକ ଗମ୍ଭୀର ମୋଡ଼ ନେଇଛି। ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଉପରେ ସଂସଦୀୟ ସ୍ଥାୟୀ କମିଟି ମେଟା ବିରୁଦ୍ଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି, କମ୍ପାନୀକୁ…

ରେପୋରେଟ୍ ସ୍ଥିର ରଖିଲା RBI

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

ନିଟ୍‌-ୟୁଜି ଓଏମ୍‌ଆର ସିଟ୍‌ରେ ତ୍ରୁଟି ; ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ୬ ପରୀକ୍ଷାର୍ଥୀ

ନୂଆଦିଲ୍ଲୀ : ନିଟ୍‌-ୟୁଜି ୨୦୨୬ ପରୀକ୍ଷାର ଓଏମ୍‌ଆର୍ ସିଟ୍‌ରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗ କରି ୬ ଜଣ ପରୀକ୍ଷାର୍ଥୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆସନ୍ତା କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ଏହି ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନକାରୀମାନେ…

ମନ୍ତ୍ରୀ ପଦ ନ ମିଳିବାରୁ ୨ ବିଧାୟକଙ୍କ ଇସ୍ତଫା

ବେଙ୍ଗାଲୁରୁ : କର୍ଣ୍ଣାଟକ କଂଗ୍ରେସ କଳି ଥମିବାର ନା ଧରୁନି। ଡିକେ ଶିବକୁମାର ନୂଆ ମୁଖ୍ୟମନ୍ତ୍ରୀ ହେବା ପରେ ବି ସମସ୍ୟା ସମାଧାନ ହେଉନାହିଁ। କ୍ୟାବିନେଟରେ ସ୍ଥାନ ନ ପାଇବା ପରେ କଂଗ୍ରେସର ଦୁଇ ବିଧାୟକ ବିଧାନସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।…

ମିଶରରେ ଭୂମିକମ୍ପ ଅନୁଭୂତ

କାଏରୋ:ମିଶରରେ ସୋମବାର ଭୋର୍ ସମୟରେ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୪ ମାପ କରାଯାଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ରିପୋର୍ଟ କରିଛି ସ୍ଥାନୀୟ ସମୟ ରାତି ପ୍ରାୟ ୧୨ଟା(ଭାରତୀୟ ସମୟ ଭୋର୍ ୩ଟା)ରେ ଭୂମିକମ୍ପ…

ମେମୁ ଟ୍ରେନ୍‌ର ଇଞ୍ଜିନରେ ଲାଗିଲା ନିଆଁ

ପାଟନା: ସମସ୍ତିପୁରରୁ ସହରସା ଯାଉଥିବା ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ନିଆଁ ଲାଗିଯାଇଛି। ଏହି ଘଟଣା ସିମରି ବଖତିୟାରପୁର ରେଳ ଷ୍ଟେସନରେ ଘଟିଛି। ଭୋର ପ୍ରାୟ ୩ଟା ୪୫ ସମୟରେ ପ୍ଲାଟଫର୍ମ ନମ୍ବର ୨ରେ ଠିଆ ହୋଇଥିବା ଟ୍ରେନ୍‌ର ଇଞ୍ଜିନରୁ…