ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
ଗୌହାଟୀ: ଆସାମରେ ବନ୍ୟାସ୍ଥିତି ଭୟଙ୍କର ହୋଇଛି । ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କ ମୃତ୍ୟୁ ଘଟିଛି । ଫଳରେ ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି ପାଇଛି । ପ୍ରାୟ ସାଢ଼େ ୩ ଲକ୍ଷ ଲୋକ ବନ୍ୟା ଯୋଗୁ ପ୍ରଭାବିତ ହୋଇଛନ୍ତି…
ଗୌହାଟୀ: ଆସାମରେ ବନ୍ୟାସ୍ଥିତି ଭୟଙ୍କର ହୋଇଛି । ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କ ମୃତ୍ୟୁ ଘଟିଛି । ଫଳରେ ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି ପାଇଛି । ପ୍ରାୟ ସାଢ଼େ ୩ ଲକ୍ଷ ଲୋକ ବନ୍ୟା ଯୋଗୁ ପ୍ରଭାବିତ ହୋଇଛନ୍ତି…
ନୂଆଦିଲ୍ଲୀ:’ବନ୍ଦେ ମାତରମ୍’କୁ ମିଳିବ ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ଭଳି ଆଇନଗତ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଆଗତ ‘ପ୍ରିଭେନ୍ସନ ଅଫ୍ ଇନସଲ୍ଟ୍ସ ଟୁ ନ୍ୟାସନାଲ୍ ଅନର୍ (ସଂଶୋଧନ) ବିଲ୍–୨୦୨୬’ ବୁଧବାର ରାଜ୍ୟସଭାରେ ପାରିତ ହୋଇଛି।ବିଲ୍ ପାସ୍ ହେବା ପରେ…
ନୂଆଦିଲ୍ଲୀ: ବନ୍ୟା ପୀଡିତଙ୍କୁ ରିଲିଫ୍ ପଠେଇଲେ ଅଭିନେତା ସଲମାନ ଖାନ୍ । ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି ଯୋଗୁ ବ୍ୟାପକ ଧନ-ଜୀବନ କ୍ଷତି ହୋଇଛି । ପୀଡ଼ିତଙ୍କୁ ଉପଷମ ସାମଗ୍ରୀ ପହଞ୍ଚାଇବାକୁ ବିଭିନ୍ନ ସ୍ଥାନରୁ ସାହାଯ୍ୟ ଆସୁଛି । ଏଥିରେ ବଲିଉଡ୍…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଫେସବୁକ୍ ଭିଡିଓକୁ ଅସ୍ଥାୟୀ ଭାବରେ ହଟାଇବା ଏବେ ଏକ ଗମ୍ଭୀର ମୋଡ଼ ନେଇଛି। ମେଟା ଏହି ଘଟଣା ପାଇଁ ସରକାରଙ୍କୁ କ୍ଷମା ମାଗିଛି। ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁଁ ଭୁଲବଶତଃ ହଟାଇ ଦିଆଯାଇଥିଲା।…
ଗୋଟିଏ ସପ୍ତାହ ଧରି ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ ମିଳିଛି।ଡିସଚାର୍ଜ ପରେ ସୋନମ ୱାଙ୍ଗଚୁକ ପ୍ରଥମେ ଦିଲ୍ଲୀର ରାଜଘାଟକୁ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ। ଏହାପରେ ସେ ନିଜ ଘର ଲଦାଖକୁ ଫେରିବେ।ସୋନମ…
ଜୁଲାଇ ୨୫ ରେ ‘ବିହାର ବନ୍ଦ’ ଆନ୍ଦୋଳନ ସମୟରେ ସିୱାନ ଜିଲ୍ଲାରେ ବିକ୍ଷୋଭକାରୀ ଛାତ୍ରମାନଙ୍କ ବିରୋଧରେ ଜଣେ ପୁଲିସ କର୍ମଚାରୀ ଏକେ-୪୭ (AK-47) ରାଇଫଲ୍ ବ୍ୟବହାର କରୁଥିବାର ଏକ ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଏହି ରାଜ୍ୟବ୍ୟାପୀ…
ନୂଆଦିଲ୍ଲୀ: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା ସାଙ୍ଗଲେ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି।…
ୱାଶିଂଟନ: ଇରାନ ବିରୋଧରେ ଆମେରିକା ଚଳାଇଥିବା ଯୁଦ୍ଧକୁ ସ୍ଥଗିତ ରଖିବା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ସୈନ୍ୟବାହିନୀକୁ ନିର୍ଦେଶ ଦେଇଛନ୍ତି। ଇରାନ ବିରୋଧରେ ଆମେରିକା କ୍ରମାଗତ ୧୩ ଦିନ ଧରି ଯୁଦ୍ଧ ଚଳାଇଆସିଥିଲାବେଳେ ରବିବାର ଏହାକୁ ସାମୟିକ ସ୍ଥଗିତ ରଖାଯାଇଛି।…
ଲକ୍ଷ୍ନୌ : ଉତ୍ତର ପ୍ରଦେଶର ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିକୁ ନେଇ ଏକ ବଡ଼ ଚର୍ଚ୍ଚା ଆରମ୍ଭ ହୋଇଛି। ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ୍ ମୁସଲିମିନ୍ (ଏଆଇଏମ୍ଆଇଏମ୍) ମୁଖ୍ୟ ଅସାଦୁଦ୍ଦିନ ଓୱେସୀ ବିଜେପିକୁ ପରାସ୍ତ କରିବା ପାଇଁ ସମାଜବାଦୀ ପାର୍ଟି…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛାତ୍ରମାନଙ୍କ ଭବିଷ୍ୟତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ସେ ବିଶ୍ୱ ପ୍ରସିଦ୍ଧ ପ୍ରଯୁକ୍ତିବିଦ୍ୟା ବିଶେଷଜ୍ଞ ନନ୍ଦନ ନିଲେକାନିଙ୍କ ନେତୃତ୍ୱରେ ପରୀକ୍ଷା ସଂସ୍କାର ପାଇଁ ଏକ ଉଚ୍ଚ କ୍ଷମତାସମ୍ପନ୍ନ ଟାସ୍କ ଫୋର୍ସ ଗଠନ…