Category: ଦେଶ ବିଦେଶ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ : ଜ୍ୟୋତିର୍ମୟୀ ନାୟକ, ଇଣ୍ଡିଆନ୍ ଆଇଡଲ୍ ସିଜିନ୍ 16ର ଚାମ୍ପିଅନ୍ ମୁକୁଟ ପିନ୍ଧାଇଛନ୍ତି, ଏବଂ ସେ ଟାଇଟଲ୍ ଜିତିଥିବା ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏଥିସହ ଇଣ୍ଡିଆନ୍ ଆଇଡଲ୍ 16 ବିଜେତା ଭାବେ ଜ୍ୟୋତିର୍ମୟୀ ନାୟକ…

୧୩୬ତମ ‘ମନ୍ କି ବାତ’:ଯୁବପିଢ଼ି ହିଁ ଭାରତର ଶକ୍ତି -ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ୧୩୬ତମ ‘ମନ୍ କି ବାତ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ଦେଶବାସୀଙ୍କୁ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇ ଯୁବପିଢ଼ି ହିଁ ଭାରତର ଶକ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ମନ୍ କି ବାତ୍ରେ ବିକ୍ରମ ୧ ଲଞ୍ଚକୁ…

ବିଜେପି କର୍ମୀଙ୍କ ପାଇଁ ପଦ ଅପେକ୍ଷା ଦେଶ ଓ ଛାତ୍ରଛାତ୍ରୀ ଅଧିକ ଗୁରୁତ୍ୱପୂର୍ଣ୍ଣ : ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଭାରତୀୟ ଜନତା ପାର୍ଟି (BJP)ର କାର୍ଯ୍ୟକର୍ତ୍ତାଙ୍କ ପାଇଁ ଯେକୌଣସି ପଦବୀ ଅପେକ୍ଷା ଦେଶ, ଯୁବପିଢ଼ି ଏବଂ ଛାତ୍ରଛାତ୍ରୀମାନଙ୍କୁ ଅଧିକ ଗୁରୁତ୍ୱପୂର୍ଣ୍ଣ…

ଆନ୍ଦୋଳନ ପ୍ରତ୍ୟାହାର କଲା ସିଜେପି

ନୂଆଦିଲ୍ଲୀ : ସିଜେପି ଆନ୍ଦୋଳନ ପ୍ରତ୍ୟାହାର କଲା। ସିଜେପି ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ଆମର ତିନୋଟି ଦାବି ଥିଲା। ପ୍ରଧାନ ଇସ୍ତଫା ଦେଇଛନ୍ତି। ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ।…

ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ କରିଛନ୍ତି। ସେ ନିଜର ବର୍ତ୍ତମାନର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରାଳୟର କାର୍ଯ୍ୟଭାର ମଧ୍ୟ ସମ୍ଭାଳିବେ।ପ୍ରହ୍ଲାଦ ଯୋଶୀ ବର୍ତ୍ତମାନ ଖାଦ୍ୟ,…

ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ ଅପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତି

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି । ଜନ୍ତର ମନ୍ତରରେ ପ୍ରତିବାଦରେ ଅପରାଧିକ ପୃଷ୍ଠଭୂମି ଥିବା ୨,୫୦୦ ରୁ ଅଧିକ…

ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି। CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି। ଶନିବାର ଅପରାହ୍ନରେ ସରକାର…

ଭୂସ୍ଖଳନ ପରେ ଟ୍ୟାକ୍ସି ଚାପି ହୋଇଯିବାରୁ ୧୩ ମୃତ

ଶିମଲା : ଶୁକ୍ରବାର ହିମାଚଳ ପ୍ରଦେଶରେ ଘଟିଛି ଏକ ବଡ ଅଘଟଣ। ଲାହୌଲ-ସ୍ପିତିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉଦୟପୁର-କିଲାଡ ରାସ୍ତାରେ କାଡୁ ନାଲା ନିକଟରେ ହଠାତ୍ ଭୂସ୍ଖଳନ ଘଟି କୁଲୁରୁ ପାଙ୍ଗି ଯାଉଥିବା ଏକ ଟ୍ୟାକ୍ସି ଭଗ୍ନାବଶେଷ ତଳେ ଚାପି…

ପଦ ଛାଡ଼ିଲେ ବାଂଲାଦେଶ ରାଷ୍ଟ୍ରପତି

ଢାକା:ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୮ ପର୍ଯ୍ୟନ୍ତ ଥିବା ସତ୍ତ୍ୱେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ପଦ ଛାଡ଼ିଛନ୍ତି। ବଙ୍ଗଭବନର ଲେଟରହେଡ୍‌ରେ ବଙ୍ଗାଳୀ ଭାଷାରେ ଲେଖା ଇସ୍ତଫାପତ୍ରରେ…

କେନ୍ଦ୍ର ମନ୍ତ୍ରୀ ପଦରୁ ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

ନୂଆଦିଲ୍ଲୀ:କେନ୍ଦ୍ର ରେଳ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ ଶୁକ୍ରବାର କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ରାଷ୍ଟ୍ରମନ୍ତ୍ରୀ ବିଟ୍ଟୁଙ୍କ ଇସ୍ତଫାପତ୍ରକୁ ଇସ୍ତଫା ଗ୍ରହଣ କରିଛନ୍ତି ରାଷ୍ଟ୍ରପତି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ସରକାରୀ…