ମନ୍ତ୍ରୀଙ୍କୁ ମୋଦୀଙ୍କ ପରାମର୍ଶ: ଇନଷ୍ଟାଗ୍ରାମରେ ସକ୍ରିୟ ରୁହନ୍ତୁ, ଯୁବପିଢ଼ିଙ୍କ ସହ ଯୋଡ଼ିହୁଅନ୍ତୁ
ନୂଆଦିଲ୍ଲୀ:କେନ୍ଦ୍ର ମନ୍ତ୍ରୀମାନେ ସୋସିଆଲ ମିଡିଆ, ବିଶେଷକରି ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରାମର୍ଶ ଦେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସେ ମନ୍ତ୍ରୀମାନଙ୍କୁ ସରକାରୀ କାର୍ଯ୍ୟକ୍ରମର ସୂଚନା…










