ଓଏଏସ୍ ବରିଷ୍ଠତା ବିବାଦ; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଆଦେଶ
କଟକ: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ଗ୍ରୁପ୍-ଏ (ଜେବି) ଅଧିକାରୀଙ୍କ ମଧ୍ୟରେ ବହୁ ଦିନରୁ ଲାଗି ରହିଥିବା ବରିଷ୍ଠତା ବିବାଦ ମାମଲାରେ ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ଆଦେଶ ଦେଇଛନ୍ତି। କୋର୍ଟ ଏହି ମାମଲାରେ ପ୍ରକାଶିତ ଚୂଡ଼ାନ୍ତ ଗ୍ରେଡେସନ୍ ତାଲିକା କାର୍ଯ୍ୟକାରୀ କରିବା ଉପରେ…

