ମାଟିଆପଡ଼ା ଆର୍ଓବିର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ
ଭୁବନେଶ୍ୱର/ପୁରୀ: ଚଳିତ ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ ଓ ଭକ୍ତ ପୁରୀ ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଗମନାଗମନକୁ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ କରି ସମସ୍ତଙ୍କୁ ଏକ ସୁଖଦ ଅନୁଭୂତି ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।…

